Home Bibles ☰ Books ଆୟୁବ ପୁସ୍ତକ 38:14 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 38:14 · ଓଡ଼ିଆ ବାଇବେଲ

ସମାନଙ୍କେ ଆଲୋକ ଦ୍ବାରା ପୃଥିବୀ ଏକ ମାଟିଗୁଳା ପରି ପରିବର୍ତ୍ତିତ ହେଲା। ଯେତବେେଳେ ଏହା ଏକ ମାହେର ଦ୍ବାରା ମାହେରାଙ୍କିତ ହେଲା। ଏହାର ଆକାର କୋଟର ଭାଙ୍ଗ ଭଳି ଛିଡ଼ା ହୁଏ।

Cross references

ଗୀତସଂହିତା 104:2

ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

ଗୀତସଂହିତା 104:6

ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ଯ ଆଚ୍ଛାଦନ କଲ। ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।

Interlinear

Choose Theme