Home Bibles ☰ Books ଆୟୁବ ପୁସ୍ତକ 38:16 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 38:16 · ଓଡ଼ିଆ ବାଇବେଲ

ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?

Cross references

ଆୟୁବ ପୁସ୍ତକ 26:5

ପ୍ ରତଗେଣ ପାତାଳ ରେ ଥିବା ଜଳ ରେ କମ୍ପି ଉଠନ୍ତି।

ଆୟୁବ ପୁସ୍ତକ 41:32

ଲବେିଯାଥନ ଯେତବେେଳେ ତହିଁରେ ତା' ପେଛ ପେଛ ପଥ ଛାଡ଼ିୟାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା' ପଛ ଆଡ଼େ ଧଳାଫଣେ ଛାଡ଼ିୟାଏ।

ଗୀତସଂହିତା 77:19

ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।

ହିତୋପଦେଶ 8:24

ଯେତବେେଳେ ଗଭୀର ସମୁଦ୍ର ନ ଥିଲା ଏବଂ ଯେତବେେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହାଇେଥିଲି।

ଯିରିମିୟ 51:36

ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦବୋ ଓ ତୁମ୍ଭ ପାଇଁ ପ୍ରତିଶାଧେ ନବୋ। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦବୋ ଓ ତାହାର ନିର୍ଝରକୁ ଶୁଖାଇ ଦବୋ।

Interlinear

Choose Theme