Cross references
ଉପରେ ବ୍ଯାପ୍ତ ଥିଲା।
ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।
ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?
ପରମେଶ୍ବର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ୟମେିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିୟୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ। ତହିଁରେ ସକଳ ବନ୍ଯପଶୁ ବାହାରି ଭ୍ରମଣ କରନ୍ତି।
ପରମେଶ୍ବର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ, କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।
ଆକାଶର ସମସ୍ତ ଉଜ୍ଜ୍ବଳ ଜ୍ଯୋତିକୁ ମୁଁ କ୍ଷୀଣ କରିବି ଓ ତୁମ୍ଭ ଉପ ରେ ଓ ତୁମ୍ଭ ଦେଶ ଉପ ରେ ଅନ୍ଧକାର ଆଣିବି। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଛନ୍ତି।
ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।
ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।
ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।