Home Bibles ଆୟୁବ ପୁସ୍ତକ 38:20 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 38:20 · ଓଡ଼ିଆ ବାଇବେଲ

ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା'ର ପୂର୍ବ ସ୍ଥାନକୁ ଫରୋଇ ଦଇପୋରିବ କି ? ତୁମ୍ଭେ ସେ ସ୍ଥାନକୁ କିପରି ୟାଇପାରିବ ଜାଣିଛ କି ?

Cross references

ଆଦି ପୁସ୍ତକ 10:19

ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।

ଆଦି ପୁସ୍ତକ 23:17

ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।

ଆୟୁବ ପୁସ୍ତକ 26:10

ପରମେଶ୍ବର ସମୁଦ୍ର ରେ ଆକାଶ ଓ ପୃଥିବୀ ମଧିଅରେ ଦିଗବଳଯ ସୃଷ୍ଟି କରନ୍ତି। ଯେଉଁଠା ରେ ଆଲୋକ ଓ ଅନ୍ଧକାର ପରସ୍ପର ସହିତ ମିଳିତ ହୁଅନ୍ତି।

Interlinear

Choose Theme