Home Bibles ☰ Books ଆୟୁବ ପୁସ୍ତକ 38:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 38:21 · ଓଡ଼ିଆ ବାଇବେଲ

ନିଶ୍ଚଯ ତୁମ୍ଭେ ଏକଥା ସବୁ ଜାଣିଛ। ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ଯ ଅଟ। ତୁମ୍ଭେ ବଞ୍ଚିଥିଲ ମୁଁ ଯେତବେେଳେ ଏହିସବୁ ଗଢ଼ିଥିଲି, ନୁହେଁ କି ?

Cross references

ଆୟୁବ ପୁସ୍ତକ 15:7

ଆୟୁବ, ତୁମ୍ଭେ କ'ଣ ପ୍ରଥମ ବ୍ଯକ୍ତି ଜନ୍ମ ହାଇେଛ ? ଏହି ପର୍ବତସବୁ ପୂର୍ବରୁ ତୁମ୍ଭେ ଗର୍ଭ ରେ ଧାରଣ ହାଇେଥିଲ କି ?

ଆୟୁବ ପୁସ୍ତକ 38:4

ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଆୟୁବ ପୁସ୍ତକ 38:12

ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?

Interlinear

Choose Theme