ତୁମ୍ଭେ ସହେି ସ୍ଥାନକୁ ୟାଇଛ କି ଯେଉଁଠାରୁ ସୂର୍ୟ୍ଯ ଉଦଯ ହୁଏ ଏବଂ ଯେଉଁଠାରୁ ପୂର୍ବବାଯୁ ସାରା ପୃଥିବୀ ରେ ଚାରିଆଡ଼େ ବିଚ୍ଛୁରିତ ହାଇୟୋଏ।
Cross references
ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।
ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?
ସୂର୍ୟ୍ଯ ମୁଣ୍ତ ଉପରକୁ ଆସିଲା ପ ରପରେମେଶ୍ବର ଉତ୍ତପ୍ତ ପୁନଇେ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ୟ୍ଯଙ୍କର ପ୍ରଖର କିରଣ ୟୂନସର ମୁଣ୍ତ ଉପ ରେ ପଡି ୟୂନସକୁ ଅତି ଦୁର୍ବଳ କରି ଦଲୋ। ୟୂନସ ପରମେଶ୍ବରଙ୍କୁ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ମାରେ ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।
ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।