ଆୟୁବ ପୁସ୍ତକ 38:25 · ଓଡ଼ିଆ ବାଇବେଲ
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।
Cross references
ଆୟୁବ ପୁସ୍ତକ 28:26
ପରମେଶ୍ବର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠଇବେେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ଯା ୟିବ।
ଆୟୁବ ପୁସ୍ତକ 36:27
ପରମେଶ୍ବର ଭୂମରୁ ଜଳ ନିଅନ୍ତି ଓ ତାକୁ କୁହୁଡ଼ି ଓ ବର୍ଷା ରେ ପରିଣତ କରନ୍ତି।
ଆୟୁବ ପୁସ୍ତକ 37:3
ପରମେଶ୍ବର ତାଙ୍କର ବିଜୁଳିକୁ ମାରନ୍ତି ଯାହା ସମଗ୍ର ଆକାଶକୁ କମ୍ପିତ କରେ। ଏହା ସମଗ୍ର ପୃଥିବୀକୁ ମଧ୍ଯ ଝଲସାଇ ଦିଏ।
ଗୀତସଂହିତା 29:3
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ଗୀତସଂହିତା 135:7
ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।