Home Bibles ☰ Books ଆୟୁବ ପୁସ୍ତକ 38:27 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 38:27 · ଓଡ଼ିଆ ବାଇବେଲ

ସହେି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ। ଘାସ ଉଠିବାକୁ ଆରମ୍ଭ କରେ।

Cross references

ଆୟୁବ ପୁସ୍ତକ 37:13

ଏହା ହୁଏତ ଲୋକଙ୍କୁ ଦଣ୍ଡ ଦବୋ ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ ଅବା ପ୍ ରମେ ଦଖାଇବୋ ପାଇଁ ସେ ଏହା କରନ୍ତି।

ଗୀତସଂହିତା 104:14

ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।

ଗୀତସଂହିତା 107:35

କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।

ଗୀତସଂହିତା 147:8

ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

Interlinear

Choose Theme