ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।
Cross references
ତୁମ୍ଭମାନେେ ଯେତବେେଳେ ଏହି ମାଂସ ଭୋଜନ କରିବ, ସେତବେେଳେ ତୁମ୍ଭମାନେେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭମାନେେ ଭ୍ରମଣ ପାଇଁ ୟିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ୟୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତ ରେ ତୁମ୍ଭର ଆଶାବାଡି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାହିଁକି? କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।
ସଦାପ୍ରଭୁଙ୍କ ଶକ୍ତି ଏଲିଯଙ୍କ ଉପରେ ପଡିଲା। ସେ ନିଜର କଟି ବସ୍ତ୍ରକୁ ଶକ୍ତ ଭାବରେ ବାନ୍ଧି ୟିଷ୍ରିଯଲରେ ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଆହାବ୍ଙ୍କ ଆଗେ ଆଗେ ଦୌଡିଗଲେ।
ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।
କହେି ପରମେଶ୍ବରଙ୍କୁ ଜ୍ଞାନ ବିଷଯ ରେ ଶିକ୍ଷା ଦଇପୋରିବ କି ? ପରମେଶ୍ବର ମଧ୍ଯ ଅତି ଉଚ୍ଚ ସ୍ଥାନ ରେ ବାସ କରୁଥିବା ଲୋକମାନଙ୍କ କଥା ବିଚାର କରନ୍ତି।
ମୁଁ ଇଚ୍ଛା କରେ ମୁଁ ଜାଣିଥାନ୍ତି ପରମେଶ୍ବର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ୟାଇ ହବେ।
ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।
ଆୟୁବ, ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କ ସହିତ ୟୁକ୍ତି କରୁଛ। ଆମ୍ଭେ ଭୁଲ କରିଛୁ ବୋଲି ତୁମ୍ଭେ ବିଚାର କରିଛ, କ'ଣ ସ୍ବୀକାର କରିବ ଯେ ତୁମ୍ଭେ ଭୁଲ କରିଛ ବୋଲି, ତୁମ୍ଭେ ମାେତେ ଉତ୍ତର ଦିଅ।
ଆୟୁବ, କଟୀବନ୍ଧନ କରି ଜଣେ ମନୁଷ୍ଯ ପରି। ଏବଂ ମୁଁ ଯାହା ପ୍ରଶ୍ନ କରିବି ତା'ର ଉତ୍ତର ଦବୋକୁ ପ୍ରସ୍ତୁତ ହୁଅ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା। ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଚାରିବା ଓ ତୁମ୍ଭେ ତା'ର ଉତ୍ତର ଦବେ।'
ଏଣୁ ତୁମ୍ଭ ବିଷଯ ରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସମାନଙ୍କେୁ କୁହ। ସମାନଙ୍କେ ପାଇଁ ଉଦବିଗ୍ନ ହୁଅ ନାହିଁ। ତୁମ୍ଭେ ସମାନଙ୍କେ ପାଇଁ ଭୟଭୀତ ହେଲେ ଆମ୍ଭେ ସମାନଙ୍କେ ସାକ୍ଷାତ ରେ ତୁମ୍ଭକୁ ଉଦବିଗ୍ନ କରିବା।
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।