ସହେି ସିଂହମାନେ ତାଙ୍କ ଗୁମ୍ଫା ଭିତ ରେ। ସମାନେେ ଘାସ ଭିତ ରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହାଇେଥାଆନ୍ତା।
Cross references
ଯିହୁଦା ଏକ ସିଂହ ପରି ଅଟେ। ହେ ମାହେର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନବୋ ପାଇଁ ଗଡ଼ିପଡେ। ସେ ସିଂହ ଓ ସିଂହୀର ନ୍ଯାଯ ଶଯନ କଲା। କହେି ତାହାକୁ ଉଠାଇ ପାରବ ନାହିଁ।
ଦେଖ ସହେି ଲୋକମାନେ ସିଂହ ବିକ୍ରମ ରେ ଲଢୁଛନ୍ତି। ସମାନେେ ସିଂହ ପରି ଉଠୁଛନ୍ତି। ଯେ ପର୍ୟ୍ଯନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ୟ୍ଯନ୍ତ ଶଯନ କରିବ ନାହିଁ।
ଇଶ୍ରାୟେଲ ବସିପଡୁଛି ଓ ସିଂହତୁଲ୍ଯ ଶଯନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକହେି ବ୍ଯକ୍ତି ୟିଏ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହବେ। ଯେକହେି ବ୍ଯକ୍ତି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହବେ।
ପଶୁମାନେ ସମାନଙ୍କେ ଆଶ୍ରଯସ୍ଥଳକୁ ଦୌଡ଼ି ପଳାନ୍ତି ଓ ସଠାେରେ ରୁହନ୍ତି।
ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି।