ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।
Cross references
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।
ପରମେଶ୍ବର ପୃଥିବୀଠାରୁ ଉଚ୍ଚ ଗରୀଯାନ ସମୁଦ୍ରଠାରୁ ଆହୁରି ଗଭୀର।
ପରମେଶ୍ବର ତାଙ୍କର ଶକ୍ତିକୁ ପବନକୁ ଦଇେଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହାଇପୋରିବ।
କିନ୍ତୁ ସମାନଙ୍କେର କଣ୍ଠସ୍ବର ସମଗ୍ର ପୃଥିବୀରେ ଶୁଣାୟାଏ। ସମାନଙ୍କେର ବାକ୍ଯ ପୃଥିବୀର ଶଷେ ସୀମାକୁ ୟାଇପାରିବ। ଆକାଶ ହେଉଛି ସୂର୍ୟ୍ଯର ବାସସ୍ଥଳୀ ଭଳି।
ପରମେଶ୍ବର ଅନ୍ୟ ଜାତିମାନଙ୍କୁ ସହେି ଭୂମିରୁ ବିତାଡ଼ିତ କଲେ। ପରମେଶ୍ବର ସହେି ଭୂମିରୁ ପ୍ରେତ୍ୟକକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇଶ୍ରାୟେଲର ପରିବାରବର୍ଗକୁ ସମାନଙ୍କେ ତମ୍ବୁରେ ରହିବାକୁ ଦେଲେ।
ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।
ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।
କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?
ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।
ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।
ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।