ଓଟ ପକ୍ଷୀ ଉତ୍ତଜେନା ରେ ଡ଼ଣୋ ହଲାଏ କିନ୍ତୁ ଏହା ଉଡ଼ିପାରିବ ନାହିଁ। ଏହାର ଡ଼ଣୋ ବଗ ପରି ନୁହେଁ।
Cross references
ପୁଣି ଚରଳ, ବିଭିନ୍ନ ଜାତିର କଙ୍କ, ଟିଟ୍ଟିବ ଓ ଚାମଗିକା।
ସମୁଦ୍ର ରେ ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ଯ ଜାହାଜ ସମୁଦ୍ର ରେ ଥିଲା, ଯାହାକି ପ୍ରତି ତିନି ବର୍ଷ ରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମଯୂର ନଇେ ଆସୁଥିଲା।
ରାଜା ଶ ଲୋମନଙ୍କର ଜାହାଜମାନ ଥିଲା, ଯେଉଁଗୁଡ଼ିକ କି ତର୍ଶୀଶକୁ ଯାଉଥିଲା। ହୂରମ୍ଙ୍କ ଲୋକମାନେ ଶଲୋମନଙ୍କ ଜାହାଜର ନାବିକ ଥିଲେ। ପ୍ରତି ତିନିବର୍ଷ ରେ ଥରେ ସହେି ଜାହାଜଗୁଡ଼ିକ ଶଲୋମନଙ୍କ ନିକଟକୁ ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମଯୁରମାନ ବହି ଆଣୁଥିଲେ।
ବଣର କୁକୁର ଓ ମରୁଭୂମିର ଓଟପକ୍ଷୀ ଭଳି ମୁଁ ଏକୁଟିଆ।
ସହେି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି। ସାରସ ପକ୍ଷୀ ସୋନବରେ ବୃକ୍ଷରେ ବାସ କରନ୍ତି।
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।
ତା'ପ ରେ ମୁଁ ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସମାନେେ ଉଡି ଆସିଲେ ଏବଂ ସମାନଙ୍କେ ପକ୍ଷ ରେ ପବନ ଥିଲା। ସମାନେେ ସେ ମାପିବାର ଟୋକଇକେୁ ଉଠାଇଲେ ପୃଥିବୀ ଓ ସ୍ବର୍ଗ ମଧିଅରେ ବୋହି ନେଲେ।