Home Bibles ଆୟୁବ ପୁସ୍ତକ 39:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 39:22 · ଓଡ଼ିଆ ବାଇବେଲ

ଘାଡ଼ୋ ଭୟ ରେ ହ ସେ। ସେ ଭୟଭୀତ ନୁହେଁ, ସେ ୟୁଦ୍ଧ ଭୂମିରୁ ପଳାଯନ କରିବ ନାହିଁ।

Cross references

ଆୟୁବ ପୁସ୍ତକ 39:16

ଓଟପକ୍ଷୀ ତା'ର ଶାବକମାନଙ୍କୁ ଛାଡ଼ିକି ୟାଏ। ସେ ତା'ର ଶାବକମାନଙ୍କୁ ନିଜର ଛୁଆପରି ବ୍ଯବହାର କରେ ନାହିଁ। ତା'ର ଛୁଆ ମରିଗଲେ ସେ ଖାତିର କରେ ନାହିଁ ଯେପରି ସମସ୍ତ କାମ କିଛି ହେଲା ନାହିଁ।

ଆୟୁବ ପୁସ୍ତକ 39:18

କିନ୍ତୁ ସହେି ଓଟପକ୍ଷୀ ଠିଆ ହୁଏ ଦୌଡ଼ିବାକୁ ଆରମ୍ଭ କରେ। ସେ ଘୋଡ଼ା ଓ ତା'ର ସବାରୀକୁ ଦେଖି ହସି ପଳାଏ। କାରଣ ସେ କୌଣସି ଘାଡ଼ୋଠାରୁ ଅଧିକ ବଗେ ରେ ଦୌଡ଼ିପା ରେ ନାହିଁ।

ଆୟୁବ ପୁସ୍ତକ 41:33

ପୃଥିବୀ ରେ ଲିବିଯାଥନ ପରି ଆଉ ଦ୍ବିତୀୟ ଜୀବ ନାହିଁ। ସେ ଏଭଳି ଏକ ପ୍ରାଣୀ, ଯାହାରକି କାହାରିକୁ ଭୟ ନାହିଁ।

Interlinear

Choose Theme