Home Bibles ଆୟୁବ ପୁସ୍ତକ 39:5 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 39:5 · ଓଡ଼ିଆ ବାଇବେଲ

ଆୟୁବ, କିଏ ବଣୁଆ ଗଧକୁ ଛାଡ଼ି ଦିଅନ୍ତି ? ସେ ସମାନଙ୍କେର ଦଉଡ଼ିସବୁ ଫିଟାନ୍ତି ଏବଂ ସମାନଙ୍କେୁ ଛାଡ଼ି ଦିଅନ୍ତି।

Cross references

ଆଦି ପୁସ୍ତକ 16:12

ତୁମ୍ଭର ପୁତ୍ର ବନ୍ଯ ଗଦ୍ଧର୍ଭ ଭଳି ଜୀବନୟାପନ କରିବ। ତା'ର ହସ୍ତ ସମସ୍ତଙ୍କ ବିରୁଦ୍ଧ ରେ ଓ ସମସ୍ତଙ୍କର ହସ୍ତ ତା'ର ବିରୁଦ୍ଧ ରେ ଥିବ। ଏବଂ ସେ ତା'ର ଭାଇମାନଙ୍କ ସମ୍ମୁଖ ରେ ବାସ କରିବ।

ଆଦି ପୁସ୍ତକ 49:14

ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।

ଆୟୁବ ପୁସ୍ତକ 6:5

ତୁମ୍ଭର ବାକ୍ଯସବୁ କହିବାକୁ ସହଜ, ଯେ ତବେଳେ କିଛି ଅଘଟଣ ଘଟି ନ ଥାଏ। ଏପରିକି ଗୋଟିଏ ବଣୁଆ ଗଧ ମଧ୍ଯ କିଛି ଅଭିଯୋଗ କରେ ନାହିଁ ଯେ ତବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ ଏବଂ ଗୋଟିଏ ଗାଈ ମଧ୍ଯ କିଛି ଅଭିଯୋଗ କରେ ନାହିଁ, ଯେତବେେଳେ ତା' ନିକଟରେ ତା' ନିଜର ଖାଦ୍ୟ ଥାଏ।

ଆୟୁବ ପୁସ୍ତକ 11:12

ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦଇପୋ ରେ ନାହିଁ। ଜଣେ ବୋକା କବେେ ଜ୍ଞାନୀ ହାଇପୋରିବ ନାହିଁ।

ଆୟୁବ ପୁସ୍ତକ 24:5

ଗରୀବ ଲୋକମାନେ ବଣୁଆ ଗଧଭଳି ମରୁଭୂମିରେ ଖାଦ୍ୟ ଅନ୍ବଷେଣ ରେ ଉଚ୍ଚସ୍ଥଳ ଘୁରି ବୁଲନ୍ତି। ସମାନେେ ପ୍ରାତଃକାଳରୁ ଉଠି ଖାଦ୍ୟ ଅନ୍ବଷେଣ ରେ ବୁଲନ୍ତି। ସମାନେେ ନିଜ ପିଲାମାନଙ୍କ ଖାଦ୍ୟ ପାଇଁ ବିଳମ୍ବିତ ସନ୍ଧ୍ଯା ପର୍ୟ୍ଯନ୍ତ ପରିଶ୍ରମ କରନ୍ତି।

ଆୟୁବ ପୁସ୍ତକ 39:10

ଗୋଟିଏ ବଣୁଆ ଷଣ୍ଢକୁ ଦଉଡ଼ି ରେ ବାନ୍ଧି ଦବେ କି ? ୟଦ୍ଦ୍ବାରା ତୁମ୍ଭେ ଆପଣା ଭୂମି ଚାଷ କରିବ।

ଗୀତସଂହିତା 104:11

ଏହି ଜଳ ବନ୍ଯ ପଶୁଗଣକୁ ଜଳ ୟୋଗାଏ। ବନ୍ଯ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।

ଯିଶାଇୟ 32:14

ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।

ଯିରିମିୟ 2:24

ଆଉ ତୁମ୍ଭେ ପ୍ରାନ୍ତର ରେ ବାସ କରୁଥିବା ବନ୍ଯ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାଯୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରିପାରିବେ ? ତାହାର ଅନ୍ବଷେଣକାରୀମାନଙ୍କର ଆପଣାମାନଙ୍କ କ୍ଲାନ୍ତ କରିବାର ଦରକାର ନାହିଁ। ସମାନେେ ତାଙ୍କର ନିଯମିତ ମାସ ରେ ତାକୁ ସହଜ ରେ ପାଇପାରିବେ।

ଯିରିମିୟ 14:6

ପୁଣି ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ଯ ଗିରି ଉପ ରେ ଠିଆ ହାଇେ ଶୃଗାଳମାନଙ୍କ ପରି ବାଯୁ ସକାେଶ ଧକାନ୍ତି। ତୃଣ ନ ଥିବାରୁ ସମାନଙ୍କେ ଚକ୍ଷୁ କ୍ଷୀଣ ହୁଏ।

ଦାନିଏଲ 5:21

ତାଙ୍କର ମନ ପଶୁତୁଲ୍ଯ ହେଲା ଓ ସେ ବନ୍ଯ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକର ରେ ଭିଜିଲା। ତା'ପ ରେ ସେ ହୃଦ୍ ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ବର ମନୁଷ୍ଯମାନଙ୍କ ଉପ ରେ କତ୍ତୃର୍ତ୍ବ କରନ୍ତି। ଏବଂ ପରମେଶ୍ବର ଯାହାକୁ ଗ୍ଭହାଁନ୍ତି ତାକୁ ସେ ରାଜ୍ଯ ରେ ନିୟୁକ୍ତି କରିପାରନ୍ତି।

ହୋଶେୟ 8:9

ଗୋଟିଏ ବନ୍ଯ ଗଧ ନିଜ ସାଥି ଖାଜେିବାକୁ ଗଲାପରି, ଇଫ୍ରଯିମ ଅଶୂରକୁ ୟାଇଛନ୍ତି। ସମାନେେ ନିଜ ପାଇଁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଛନ୍ତି।

Interlinear

Choose Theme