Home Bibles ☰ Books ଆୟୁବ ପୁସ୍ତକ 40:11 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 40:11 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।

Cross references

ଯାତ୍ରା ପୁସ୍ତକ 9:16

କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମାରେ ପରାକ୍ରମ ଜାଣିବ। ସମଗ୍ର ପୃଥିବୀ ରେ ମାରେ ନାମ ବିଖ୍ଯାତ କରିବ।

ଯାତ୍ରା ପୁସ୍ତକ 15:6

ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।

ଯାତ୍ରା ପୁସ୍ତକ 18:11

ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦବେତାଗଣଙ୍କଠାରୁ ମହାନ୍। ସମାନେେ ଯେଉଁ ବିଷଯ ରେ ସମାନଙ୍କେ ବିରୁଦ୍ଧ ରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ବର କ'ଣ କଲେ!

ଦିତୀୟ ବିବରଣ 32:22

ମାେ କୋର୍ଧ ରେ ଅଗ୍ନି ପ୍ରଜ୍ବଳିତ ହବେ, ଯାହା ପାତାଳ ପର୍ୟ୍ଯନ୍ତ ଜଳକ୍ସ୍ଟଛି। ପୃଥିବୀର ଏହା ସମସ୍ତ ଦେଶକକ୍ସ୍ଟ ଓ ସମସ୍ତ ଉତ୍ପନ ବସ୍ତକ୍ସ୍ଟକକ୍ସ୍ଟ ଗ୍ରାସ କରିବ। ଏହା ପର୍ବତର ମୂଳଦକ୍ସ୍ଟଆକକ୍ସ୍ଟ ମଧ୍ଯ ପୋଡି଼ ପକାଇବ।

ଆୟୁବ ପୁସ୍ତକ 9:5

ପରମେଶ୍ବର କୋରଧ ହେଲେ ପର୍ବତକୁ ମଧ୍ଯ ତା' ନିଜ ସ୍ଥାନରୁ ହଟାଇ ଦଇେ ପାରନ୍ତି। ଏବଂ ସହେି ପର୍ବତ ମଧ୍ଯ ନିଜେ ଜାଣିପା ରେ ନାହିଁ।

ଆୟୁବ ପୁସ୍ତକ 20:23

ଦୁଷ୍ଟଲୋକ ଯେତବେେଳେ ସେ ଚାହୁଁଥିବା ଖାଦ୍ୟ ଖାଇ ସାରିବ। ପରମେଶ୍ବର ତା' ଉପରେ ରାଗ ରେ ପ୍ରଚଣ୍ଡ ଆକ୍ରମଣ କରିବେ। ପରମେଶ୍ବର ତା' ଉପରେ ଶାସ୍ତି ବୃଷ୍ଟି କରିବେ।

ଆୟୁବ ପୁସ୍ତକ 27:22

ଦୁଷ୍ଟ ବ୍ଯକ୍ତି ସହେି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସହେି ଝଡ଼ ତାକୁ ନିର୍ଦ୍ଦଯ ଭାବର ଆଘାତ କରିବ।

ଗୀତସଂହିତା 78:49

ପରମେଶ୍ବର ଆପଣା କୋର୍ଧ ମିଶର ଉପରେ ଦଖାଇେଲେ। ସମାନଙ୍କେ ବିରୁଦ୍ଧରେ ଦୂତଦଳ ପଠାଇଲେ।

ଗୀତସଂହିତା 94:2

ତୁମ୍ଭେ ହେଉଛ ସାରା ପୃଥିବୀର ବିଚାରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ୟାହା ସମାନେେ ଚାହାଁନ୍ତି।

ଗୀତସଂହିତା 144:6

ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।

ଯିଶାଇୟ 2:11

ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

ଯିଶାଇୟ 2:17

ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।

ଯିଶାଇୟ 10:12

ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

Interlinear

Choose Theme