ଆୟୁବ ପୁସ୍ତକ 40:17 · ଓଡ଼ିଆ ବାଇବେଲ
ବ ହମୋେତର ଲାଞ୍ଜ ଏରସବୃକ୍ଷ ପରି ଶକ୍ତ। ତା'ର ଗୋଡ଼ର ମାଂସପେଶୀ ଅତି ଶକ୍ତ।
Cross references
ଆୟୁବ ପୁସ୍ତକ 10:11
ଏତେ ତୁମ୍ଭେ ମାେତେ ହାଡ ଓ ଶିରା ରେ ମାରେ ଶରୀର ଗଢ଼ିଛ ତା'ପରେ ଚର୍ମ ଓ ମାଂସ ରେ ମାରେ ଶରୀର ଆଚ୍ଛାଦିତ କରିଛ।
ଆୟୁବ ପୁସ୍ତକ 41:23
ତା'ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ, ଏହା ଲୁହାଭଳି ଶକ୍ତ।