Home Bibles ☰ Books ଆୟୁବ ପୁସ୍ତକ 40:5 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 40:5 · ଓଡ଼ିଆ ବାଇବେଲ

ମୁଁ କହିଛି କିନ୍ତୁ ଆଉ ଥରେ କ ହେ ନାହିଁ। ମୁଁ ଦୁଇଥର କହିଛି କିନ୍ତୁ ତା'ଠାରୁ ଅଧିକ କିଛି କହିପାରିବି ନାହିଁ।

Cross references

ଦିତୀୟ ରାଜାବଳୀ 6:10

ତହିଁରେ ପରମେଶ୍ବରଙ୍କ ଲୋକ ଯେଉଁ ସ୍ଥାନ ବିଷଯ ରେ ସାବଧାନ କରାଇଥିଲେ ଇଶ୍ରାୟେଲର ରାଜା ତାଙ୍କ ଲୋକମାନଙ୍କୁ ସହେି ସ୍ଥାନ ବିଷଯ ରେ ଜଣାଇ ସତର୍କ କରାଇଲେ। ଏହିପରି ଇଶ୍ରାୟେଲର ରାଜା ବହୁତ କମ ଲୋକମାନଙ୍କୁ ରକ୍ଷା କଲେ।

ଆୟୁବ ପୁସ୍ତକ 9:3

ଜଣେ ବ୍ଯକ୍ତି ପରମେଶ୍ବରଙ୍କ ସହିତ ବାଦାନୁବାଦ କରିପାରିବ ନାହିଁ। ପରମେଶ୍ବର ତାକୁ 1000 ପ୍ରଶ୍ନ କରିପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ଯ ଦଇପୋରିବ ନାହିଁ।

ଆୟୁବ ପୁସ୍ତକ 9:15

ମୁଁ ନିରୀହ, କିନ୍ତୁ ମୁଁ ତାଙ୍କୁ ଉତ୍ତର ଦଇପୋରିବି ନାହିଁ। ମୁଁ ମାରେବିଚାରକର୍ତ୍ତାଙ୍କୁ ଦୟା ପାଇଁ ଭିକ୍ଷା କରିପା ରେ।

ଆୟୁବ ପୁସ୍ତକ 33:14

କିନ୍ତୁ ହୁଏତ ପରମେଶ୍ବର ଏପରି ଭାବରେ କହନ୍ତି ଯେ ମନୁଷ୍ଯମାନେ ବୁଝିପାରନ୍ତି ନାହିଁ।

ଆୟୁବ ପୁସ୍ତକ 34:31

ଏହା ଘଟିବ ଯଦି ସେ ପରମେଶ୍ବରଙ୍କୁ ପ୍ରାର୍ଥନା କରି କ ହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।

ଗୀତସଂହିତା 62:11

ପରମେଶ୍ବର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି : ପରମେଶ୍ବର ବଳବାନ୍ ଅଟନ୍ତି।

ଯିରିମିୟ 31:18

ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।

ରୋମୀୟଙ୍କ ପ୍ରତି ପତ୍ର 3:19

ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

Interlinear

Choose Theme