ଆୟୁବ ପୁସ୍ତକ 40:6 · ଓଡ଼ିଆ ବାଇବେଲ
ତା'ପରେ ସଦାପ୍ରଭୁ ଆୟୁବକୁ ସହେି ଝଡ଼ ଭିତରୁ ଉତ୍ତର ଦେଲେ। ସଦାପ୍ରଭୁ କହିଲେ,
Cross references
ଆୟୁବ ପୁସ୍ତକ 38:1
ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,
ଗୀତସଂହିତା 50:3
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।
ଏବ୍ରୀ 12:18
ତୁମ୍ଭମାନେେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇଶ୍ରାୟେଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭମାନେେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁ ରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭମାନେେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।
ପିତରଙ୍କ ଦିତୀୟ ପତ୍ର 3:10
କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।