Home Bibles ଆୟୁବ ପୁସ୍ତକ 40:8 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 40:8 · ଓଡ଼ିଆ ବାଇବେଲ

ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।

Cross references

ଆୟୁବ ପୁସ୍ତକ 10:3

ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

ଆୟୁବ ପୁସ୍ତକ 27:2

ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।

ଆୟୁବ ପୁସ୍ତକ 32:1

ଏହାପରେ ଆୟୁବର ତିନି ବନ୍ଧୁ ଉତ୍ତର ଦବୋକୁ କ୍ଷାନ୍ତ ହେଲେ। କାରଣ ସମାନେେ ଦେଖିଲେ, ଆୟୁବ ନିଜ ଆଖି ରେ ଧାର୍ମିକ ଅଟେ।

ଆୟୁବ ପୁସ୍ତକ 32:2

କିନ୍ତୁ ସଠାେରେ ଜଣେ ୟୁବକ ଇଲୀହୁ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀଯ ନାମକ ଜଣେ ବ୍ଯକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାହିଁକି ? କାରଣ ଆୟୁବ ନିଜେ ଠିକ୍ ବୋଲି ଘାଷେଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ବର ଭୁଲ୍।

ଆୟୁବ ପୁସ୍ତକ 34:5

ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।

ଆୟୁବ ପୁସ୍ତକ 34:17

ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।

ଆୟୁବ ପୁସ୍ତକ 35:2

ଆୟୁବ, 'ତୁମ୍ଭେ କ'ଣ ଭାବୁଛ ଯେ ଏହା କହିବା ନ୍ଯାୟ୍ଯ,' ମୁଁ ଠିକ୍ ମାରେ ମକଦ୍ଦମା ରେ ପରମେଶ୍ବରଙ୍କ ବିରୁଦ୍ଧ ରେ।

ଗୀତସଂହିତା 51:4

ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।

ଯିଶାଇୟ 14:27

ଯେତବେେଳେ ସଦାପ୍ରଭୁ କୌଣସି ମନ୍ତ୍ରଣା କରନ୍ତି ସେଥିରୁ ତାଙ୍କୁ କହେି ନିବୃତ୍ତ କରିପାରିବେ ନାହିଁ। ଆଉ ମଧ୍ଯ ଯେତବେେଳେ ସେ ଲୋକମାନଙ୍କୁ ଦଣ୍ଡ ଦବୋକୁ ତାଙ୍କର ହସ୍ତ ଉତ୍ତୋଳନ କରିବେ, ସେଥି ରେ ତାଙ୍କୁ କହେି ଅଟକାଇବେ ନାହିଁ।

ଯିଶାଇୟ 28:18

ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।

ଯିଶାଇୟ 43:26

ମାେ ବିରୁଦ୍ଧ ରେ ତୁମ୍ଭର ମକଦ୍ଦମା କର। ଆସ ଏକାଠି ତୁମ୍ଭକୁ ଯଥାର୍ଥ ପ୍ରଣାମ କରିବା ପାଇଁ ଯାହା ଜାଣ କୁହ।

ରୋମୀୟଙ୍କ ପ୍ରତି ପତ୍ର 3:4

କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:

ଗାଲାତୀୟଙ୍କ ପ୍ରତି ପତ୍ର 3:15

ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି : ଜଣେ ଲୋକ ଅନ୍ୟ ଜଣଙ୍କ ସହିତ କରିଥିବା ଚୁକ୍ତି ବିଷୟ ରେ ଭାବ। ସହେି ଚୁକ୍ତିଟି ଅନୁମାଦେିତ ହାଇଗେଲା ପରେ, ସେଥି ରେ କୌଣସି ପରିବର୍ତ୍ତନ ହାଇପୋ ରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥି ରେ ୟୋଡ଼ା ଯାଇପା ରେ ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 3:17

ମାେ କହିବାର ଅର୍ଥ ଯେ, ଯେଉଁ ଚୁକ୍ତିଟିକୁ ପରମେଶ୍ବର ପୂର୍ବରୁ ଅନୁମାଦେନ କରିସାରିଥିଲେ, ତାହା ଚାରିଶହ ତିରିସ ବର୍ଷ ପରେ ଆସିଥିବା ବ୍ଯବସ୍ଥା ଦ୍ବାରା ମୂଲ୍ଯହୀନ ହାଇେ ଗଲା ନାହିଁ। ସହେି ବ୍ଯବସ୍ଥା ମଧ୍ଯ ସହେି ଚୁକ୍ତିର ପ୍ରଭାବକୁ ହୀନ କରି ପାରିଲା ନାହିଁ।

ଏବ୍ରୀ 7:18

ପୂର୍ବ ବ୍ଯବସ୍ଥା ଦୁର୍ବଳ ଓ ବ୍ଯର୍ଥ ହାଇେଥିବାରୁ ଲୋପ କରି ଦିଆ ହେଲା।

Interlinear

Choose Theme