Home Bibles ଆୟୁବ ପୁସ୍ତକ 41:12 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 41:12 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭକୁ ଲିବିଯାଥନର ଗୋଡ଼, ତା'ର ବଳ ଓ ମନୋହର ଆକାର ବିଷଯ ରେ କିଛି କହିବି।

Cross references

ଆଦି ପୁସ୍ତକ 1:25

ଏହିପରି ପରମେଶ୍ବର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟିକେଲ। ପରମେଶ୍ବର ସମସ୍ତ ଜିବୀତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରେତ୍ୟକକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

Interlinear

Choose Theme