ଆୟୁବ ପୁସ୍ତକ 41:25 · ଓଡ଼ିଆ ବାଇବେଲ
ସେ ଯେତବେେଳେ ଉେଠ, ବଳବାନ ଲୋକମାନେ ମଧ୍ଯ ଭୟଭୀତ ହାଇୟୋନ୍ତି। ସେ ଯେତବେେଳେ ଲାଞ୍ଜ ବୁଲାଏ ସମାନେେ ଦୌଡ଼ି ପଳାନ୍ତି।
Cross references
ଗୀତସଂହିତା 107:28
ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।
ଯୂନସ 1:4
କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।