ଲବେିଯାଥନ ଯେତବେେଳେ ତହିଁରେ ତା' ପେଛ ପେଛ ପଥ ଛାଡ଼ିୟାଏ। ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା' ପଛ ଆଡ଼େ ଧଳାଫଣେ ଛାଡ଼ିୟାଏ।
Cross references
ପୃଥିବୀ ସେତବେେଳେ ସଂପୂରନ୍ଭାବେ ଶୂନ୍ଯ ଓ କିଛି ନଥିଲା। ଜଳଭାଗ ଉପରେ ଅନ୍ଧକାର ଘାଡ଼ଇେେ ରଖିଥିଲା ଏବଂ ପରମେଶ୍ବରଙ୍କର ଆତ୍ମା ଜଳଭାଗ
ସହେି ଜାତିଗେଣ ପୃଥିବୀ ରେ ଆଲୋକ ଦବୋ ପାଇଁ ସମାନେେ ତାରଣେ ମଧିଅରେ ଥାନ୍ତୁ। ଏବଂ ଏହିପରି ହେଲା।
ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।
ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।
କିନ୍ତୁ ଯାକୁବ ତାଙ୍କୁ କହିଲେ, ମୁଁ ବିନ୍ଯାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିୟାଇଛି। ସେ ଜଣେ କବଳେ ରହିୟାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ୟାଏ ଏବଂ ରାସ୍ତା ରେ କିଛି ଗୋଟିଏ ହାଇୟୋଏ, ତବେେ ତୁମ୍ଭେ ମାେତେ ଶାେକରେ ମାରେ ଏହି ପକ୍ବ କେଶ ରେ କବରକୁ ପଠଇେ ଦବେ।
ମହାସାଗର କ ହେ, 'ଜ୍ଞାନ ମାେ ପାଖ ରେ ନାହିଁ।' ସମୁଦ୍ର କ ହେ, 'ତାହା ମାେ ପାଖ ରେ ନାହିଁ।'
ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?
ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ଯ ଜମାଟ ବାନ୍ଧି ୟାଏ।
ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।