ଲବେିଯାଥନ ସବୁଠାରୁ ଗର୍ବୀ, ପଶୁକୁ ବି ନୀଚ୍ଚ ଭାବରେ ଦେଖେ। ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସହେି ଲବେିଯାଥନକୁ ସୃଷ୍ଟି କରିଛି।
Cross references
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।
ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।
ବଣୁଆ ଜନ୍ତୁମାନେ ମଧ୍ଯ ସଭେଳି ବାଟରେ ୟାଇ ନ ଥିବେ। ସିଂହମାନେ ମଧ୍ଯ ସେ ବାଟରେ ୟାଇ ନ ଥିବେ।
ସମାନେେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀଯ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦଖାୟୋନ୍ତି।
ଏପରିକି ଧାର୍ମିକ ଲୋକମାନେ ସମାନଙ୍କେ ପ୍ରତି ଆକୃଷ୍ଟ ହୁଅନ୍ତି, ସମାନେେ ୟାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
ଶମରିଯାକୁ ଚାହଁ ! ଇଫ୍ରଯିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପ ରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସହେି ନଗରୀକୁ ଶମରିଯାମାନେ ରମଣୀଯ ପୁଷ୍କର ମୁକୁଟ' ସଦୃଶ, ମାତ୍ର ସହେି ଭୂଷଣ ସ୍ବରୂପ ସୁନ୍ଦର ପୁଷ୍ପ ମ୍ଲାନ ହବେ।
ଆଉ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସହେି ବିଶାଳ ସାପ ସମୁଦ୍ରକୂଳ ରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦଲୋ।
ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।