Home Bibles ☰ Books ଆୟୁବ ପୁସ୍ତକ 41:5 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 41:5 · ଓଡ଼ିଆ ବାଇବେଲ

ତୁମ୍ଭେ ଲିବିଯାଥନ ସହିତ ଖଳେିପାରିବ କି ? ତୁମ୍ଭେ ପକ୍ଷୀ ସହିତ ଖଳେିଲା ଭଳି ତା' ସହିତ ଖଳେି ପାରିବ କି ? ତୁମ୍ଭେ ତାକୁ ଏକ ରସି ରେ ବାନ୍ଧି ତୁମ୍ଭର ଦାସୀକୁ ତା' ସହିତ ଖଳୋଇ ପାରିବ କି ?

Cross references

ବିଚାରକର୍ତାମାନଙ୍କ ବିବରଣ 16:25

ଅତି ଆନନ୍ଦିତ ହାଇେ ସମାନେେ କହିଲେ, ଶାମ୍ଶାେନ୍ଙ୍କକ୍ସ୍ଟ ତା'ର କୋଠରୀକକ୍ସ୍ଟ ଆଣ, ସେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ କୌତକ୍ସ୍ଟକ କରିବ। ତେଣୁ ସମାନେେ ଶାମ୍ଶାେନ୍ଙ୍କକ୍ସ୍ଟ କାରାଗାରରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସେ ସମାନଙ୍କେ ଆଗ ରେ ତାହା କଲା ଓ ସମାନେେ ତା'ର ପରିହାସ କଲେ। ଆଉ ସମାନେେ ତାକକ୍ସ୍ଟ ଦାଗୋନ୍ ମନ୍ଦିରର ଦକ୍ସ୍ଟଇ ସ୍ତମ୍ଭ ମଧିଅରେ ଠିଆ କରାଇଲେ।

ଆୟୁବ ପୁସ୍ତକ 28:11

ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।

ଆୟୁବ ପୁସ୍ତକ 39:10

ଗୋଟିଏ ବଣୁଆ ଷଣ୍ଢକୁ ଦଉଡ଼ି ରେ ବାନ୍ଧି ଦବେ କି ? ୟଦ୍ଦ୍ବାରା ତୁମ୍ଭେ ଆପଣା ଭୂମି ଚାଷ କରିବ।

Interlinear

Choose Theme