Home Bibles ☰ Books ଆୟୁବ ପୁସ୍ତକ 41:8 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 41:8 · ଓଡ଼ିଆ ବାଇବେଲ

ଆୟୁବ, ତୁମ୍ଭେ ଯଦି ଥରେ ମାତ୍ର ଲିବିଯାଥନ ଉପରେ ହାତ ରଖ, ତୁମ୍ଭେ କବେେ ଆଉଥରେ କରିବ ନାହିଁ ! ଭାବ ସେ କି ପ୍ରକାର ୟୁଦ୍ଧ ହବେ।

Cross references

ପ୍ରଥମ ରାଜାବଳୀ 20:11

ରାଜା ଆହାବ୍ ଉତ୍ତର ଦେଲେ, ବିନ୍ହଦଦ୍ଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।

ଦିତୀୟ ରାଜାବଳୀ 10:4

ମାତ୍ର ୟିଷ୍ରିଯଲରେ ଅଧ୍ଯକ୍ଷ ଓ ପ୍ରାଚୀନବର୍ଗଗଣ ଭୟଭୀତ ହାଇେ ପଡିଲେ। ସମାନେେ କହିଲେ, ଯେତବେେଳେ ସେ ଦୁଇ ରାଜା ଯହେୂଙ୍କୁ ବନ୍ଦ କରି ପାରିଲେ ନାହିଁ। ଆମ୍ଭେ କିପରି ତାଙ୍କୁ ବନ୍ଦ କରିବା?

ଲୂକଲିଖିତ ସୁସମାଚାର 14:31

ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ୟୁଦ୍ଧ କରିବାକୁ ବାହାରନ୍ତି, ତବେେ ସେ ଆଗ ବସି ଯୋଜନା କରନ୍ତି। ଯଦି ସହେି ରାଜାଙ୍କର କବଳେ ଦଶ ହଜାର ସୈନ୍ଯ ଥାଆନ୍ତି, ତବେେ ସେ କୋଡିଏ ହଜାର ସୈନ୍ଯ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ।

Interlinear

Choose Theme