Home Bibles ☰ Books ଆୟୁବ ପୁସ୍ତକ 41:9 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 41:9 · ଓଡ଼ିଆ ବାଇବେଲ

ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାକୁ ପରାସ୍ତ କରିପାରିବ ? ଭୁଲି ୟାଅ ! କୌଣସି ଭରସା ନାହିଁ ! ତା' ପ୍ରତି ଅନାଇଲେ ତୁମ୍ଭେ ଭୟଭୀତ ହବେ।

Cross references

ଦିତୀୟ ବିବରଣ 28:34

ତୁମ୍ଭେ ଯାହା ଦେଖିବ ତାହାରି ପାଇଁ ତୁମ୍ଭେ ଉନ୍ନତ ହବେ।

ପ୍ରଥମ ଶାମୁୟେଲ 3:11

ତା'ପରେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, ଦେଖ, ମୁ ଇଶ୍ରାୟେଲ ରେ କିଛି ଗୋଟେ କରିବି, ସହେି ସମସ୍ତେ ଯେଉଁମାନେ ଏବିଷଯ ରେ ଶକ୍ସ୍ଟଣିବେ, ମନଦକ୍ସ୍ଟଃଖ କରିବେ।

ଯିଶାଇୟ 28:19

ଏହା ବହୁ ସମୟ ଆସି ତୁମ୍ଭକୁ ନବେ। ଏହା ସକାଳେ ମଧ୍ଯାହ୍ନ, ସନ୍ଧ୍ଯା ବେଳେ ପ୍ରକାଶିତ ହବେ। ଆଉ ଯେତବେେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହବେ।

ଲୂକଲିଖିତ ସୁସମାଚାର 21:11

ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନକେ ସ୍ଥାନ ରେ ଘଟିବ। କେତକେ ସ୍ଥାନ ରେ ମରୁଡି ପଡିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚତାବେନୀ ଦବୋ ପାଇଁ ଆକାଶ ରେ ଅନକେ ଆଶ୍ଚର୍ୟ୍ଯ ଜନକ ବିଷୟ ଦଖାୟିବେ।

Interlinear

Choose Theme