ବିନାଶ ଓ ଦୁର୍ଭିକ୍ଷ ପ୍ରତି ତୁମ୍ଭେ ହସିପାର। ତୁମ୍ଭେ ବଣୁଆ ହିଂସ୍ର ଜନ୍ତୁକୁ ଭୟ କର ନାହିଁ।
Cross references
ଏହା ହେଉଛି ସନ୍ ହରେୀବ୍ ବିଷଯ ରେ ସଦାପ୍ରଭୁଙ୍କ ବାର୍ତ୍ତା:
ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।
ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।
ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହବେ। ସମାନେେ ଆମ୍ଭ ପବିତ୍ର ପର୍ବତ ରେ କୌଣସି ସ୍ଥାନ ରେ ହିଂସା କି ବିନାଶ କରିବେ ନାହିଁ। ସଦାପ୍ରଭୁ ଏହା କୁହନ୍ତି।
ଏବଂ ମୁଁ ସମାନଙ୍କେ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ଯ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦବେି। ତାହା ହେଲେ ସମାନେେ ନିରାପଦ ରେ ମରୁଭୂମିରେ ବାସ କରିବେ ଓ ବଣ ରେ ଶଯନ କରିବେ।
ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।