Home Bibles ଆୟୁବ ପୁସ୍ତକ 5:25 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 5:25 · ଓଡ଼ିଆ ବାଇବେଲ

ତୁମ୍ଭର ଅନକେ ସନ୍ତାନସନ୍ତତି ହବେେ, ଏତେ ଅଧିକ ଯେପରି କି ପୃଥିବୀ ଉପରେ ଘାସର ଝାଡ଼ ପରି।

Cross references

ଆଦି ପୁସ୍ତକ 13:16

ପୃଥିବୀ ରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କହେି ପୃଥିବୀର ଧୂଳି ଗଣିପା ରେ ତବେେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣିପାରିବ।

ଆଦି ପୁସ୍ତକ 15:5

ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।

ଲେବୀୟ ପୁସ୍ତକ 26:9

ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନ ହବୋ, ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା, ଆଉ ତୁମ୍ଭମାନଙ୍କ ସହିତ ଆପଣା ନିଯମ ସ୍ଥିର କରିବା।

ଦିତୀୟ ବିବରଣ 28:4

ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହକ୍ସ୍ଟ ସନ୍ତାନ ଦବେେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତକ୍ସ୍ଟମ୍ଭ ପଶକ୍ସ୍ଟମାନଙ୍କୁ ମଧ୍ଯ ବହକ୍ସ୍ଟ ଶାବକ ଦବେେ, ସେ ମଧ୍ଯ ତୁମ୍ଭମାନଙ୍କର ବାଛକ୍ସ୍ଟରି ଓ ମେଣ୍ତାମାନଙ୍କୁ ଆଶୀର୍ବାଦ କରିବେ।

ଆୟୁବ ପୁସ୍ତକ 42:13

ଆୟୁବ ସାତଟି ପୁତ୍ର ଓ ତିନିଟି ଝିଅ ଲାଭ କଲା।

ଗୀତସଂହିତା 72:16

କ୍ଷତରେେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ଯ ଫସଲରେ ପୂର୍ଣ୍ଣ ହାଇେ ଲିବାନୋନ୍ କ୍ଷତେ ତୁଲ୍ଯ ଉର୍ବର ହେଉ। କ୍ଷତଗେୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।

ଗୀତସଂହିତା 112:2

ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।

ଗୀତସଂହିତା 127:3

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।

ଗୀତସଂହିତା 128:3

ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ଯ ହବେ। ତୁମ୍ଭର ସନ୍ତାନମାନେ ତୁମ୍ଭ ମଜେର ଚାରିଆଡ଼େ ଜିତବୃକ୍ଷର ଚାରାପରି ହବେେ।

ଯିଶାଇୟ 44:3

'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।

Interlinear

Choose Theme