ଆୟୁବ, ଦେଖ ଆମ୍ଭମାନେେ ଏସବୁ ଜିନିଷ ଅନୁସନ୍ଧାନ କରି ସମାନଙ୍କେୁ ଜାଣିଛୁ ଏବଂ ଏସବୁ ସତ୍ଯ ବୋଲି ମଧ୍ଯ ଜାଣିଛୁ। ତେଣୁ ଆମ୍ଭ କଥା ଶୁଣ ଏବଂ ସଗେୁଡ଼ିକ ଆପଣା ମଙ୍ଗଳ ନିମନ୍ତେ ଶିକ୍ଷା କର।
Cross references
ତେଣୁ ତୁମ୍ଭମାନେେ ତାଙ୍କର ବ୍ଯବସ୍ଥା ଓ ଆଦେଶମାନି ଚଳ, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଛି। ଏହା ତୁମ୍ଭର ମଗଂଳାର୍ଥ, ତାହା ତୁମ୍ଭମାନେେ ପାଳନ କର।
ପ୍ରାଚୀନ କାଳର ଲୋକମାନଙ୍କୁ ପଚାର ଓ ସମାନଙ୍କେ ପୂର୍ବପୁରୁଷମାନେ ସମାନଙ୍କେୁ ଯାହା ଶିକ୍ଷା ଦଇେଥିଲେ, ତାକୁ ମନୋୟୋଗ ଦଇେ ଶୁଣ।
ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।
ଆୟୁବ ଉତ୍ତର ଦଲୋ, ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରେତ୍ୟକକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ଯ।
ଆୟୁବ, ତୁମ୍ଭେ ଯାହା କର ତାହାଠାରୁ ଆମ୍ଭେ ଅଧିକ ଜାଣୁ। ଆମ୍ଭେ ସେ କଥା ବୁଝିପାରୁ ଯାହା ତୁମ୍ଭେ ଜାଣ ନାହିଁ।
ମାେ କଥା ଶୁଣ ଆୟୁବ, ମୁଁ ତୁମ୍ଭକୁ ବୁଝାଇ ଦେଉଛି। ମୁଁ ଯାହା ଜାଣିଛି ତୁମ୍ଭକୁ କହିବି।
ପରମେଶ୍ବର କ'ଣ ଆମ୍ଭର ସାହାୟ୍ଯ ଆବଶ୍ଯକ କରନ୍ତି ? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ଯ ପରମେଶ୍ବରଙ୍କ ପ୍ରତି ଦରକାରୀ ନୁହେଁ।
ଆପଣମାନେ ଯାହା କଥାବାର୍ତ୍ତା ହେଉଥିଲେ ତାହା ମୁଁ ର୍ଧୈୟ୍ଯର ସହ ଶୁଣିଲି। ଆପଣ ଆୟୁବକୁ ଯେଉଁ ଉତ୍ତର ଦେଲେ ତାହା ଶୁଣିଲି।
ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।
ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।