Home Bibles ଆୟୁବ ପୁସ୍ତକ 6:13 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 6:13 · ଓଡ଼ିଆ ବାଇବେଲ

ନିଜକୁ ସାହାୟ୍ଯ କରିବାକୁ ମାରେଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମାଠାରୁେ କାଢ଼ି ନିଆୟାଇଛି।

Cross references

ଆୟୁବ ପୁସ୍ତକ 12:2

ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।

ଆୟୁବ ପୁସ୍ତକ 13:2

ଯାହା ତୁମ୍ଭମାନେେ ଜାଣିଛ ତାହା ମୁଁ ବି ଜାଣିଛି। ମୁଁ ତୁମ୍ଭଠାରୁ କୌଣସି ଗୁଣ ରେ ନ୍ଯୁନ ନୁହେଁ।

ଆୟୁବ ପୁସ୍ତକ 16:7

କିନ୍ତୁ ବର୍ତ୍ତମାନ ପରମେଶ୍ବର ପ୍ରକୃତ ରେ ମାେତେ ନିଃଶଷେ କରି ଦଇେଛନ୍ତି। ତୁମ୍ଭେ ମାରେ ପରିବାରକୁ ଧ୍ବଂସ କରିଛ।

ଆୟୁବ ପୁସ୍ତକ 19:28

ତୁମ୍ଭେ ହୁଏତ କହିପାର, ଆମ୍ଭେ କିପରି ତାକୁ ହଇରାଣ କରିବା। ତଥାପି ତୁମ୍ଭେ ଚିନ୍ତା କରୁଛ, ସମସ୍ଯାର ମୂଳ ମାଠାେ ରେ ଅଛି।'

ଆୟୁବ ପୁସ୍ତକ 26:2

କମେିତି ତୁମ୍ଭେ ଜଣକୁ ସାହାୟ୍ଯ କରିଛ, ଯାହାର ଶକ୍ତି ନାହିଁ ? ତୁମ୍ଭେ କମେିତି ଜଣକୁ ସାହାୟ୍ଯ କଲ ଯାହାର ବାହୁ ରେ ନିଜକୁ ରକ୍ଷା କରିବା ପାଇଁ ସାମର୍ଥ୍ଯ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:12

ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

ଗାଲାତୀୟଙ୍କ ପ୍ରତି ପତ୍ର 6:4

ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରେତ୍ୟକକ ଲୋକ ନିଜର କାର୍ୟ୍ଯଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା' ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରିପାରିବ।

Interlinear

Choose Theme