Home Bibles ଆୟୁବ ପୁସ୍ତକ 6:19 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 6:19 · ଓଡ଼ିଆ ବାଇବେଲ

ମାରେ ବ୍ଯବସାଯୀ ପାଣିର ଅନ୍ବଷେଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।

Cross references

ଆଦି ପୁସ୍ତକ 10:7

ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।

ଆଦି ପୁସ୍ତକ 25:3

ସେ ୟକ୍ଷନ୍ ଶିବା ଓ ଦଦାନକୁ ଜନ୍ମ ଦଲୋ। ଦଦାନ ପୁତ୍ରମାନେ ଥିଲେ, ଅଶୂରୀଯ, ଲଟୂଶୀଯ ଓ ଲିଯସ୍ମୀଯ।

ଆଦି ପୁସ୍ତକ 25:15

ହଦଦ୍, ତମାେ, ୟିଟୁର ଓ ନାଫୀଶ୍ ଓ କଦମାେ।

ପ୍ରଥମ ରାଜାବଳୀ 10:1

ଅନନ୍ତର ଶିବା ଦେଶ ରେ ରାଣୀ ସଦାପ୍ରଭୁଙ୍କ ପ୍ରିଯ ଶଲୋମନଙ୍କ ସୁଖ୍ଯାତି ଶୁଣି କଠିନ ପ୍ରଶ୍ନଦ୍ବାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।

ଆୟୁବ ପୁସ୍ତକ 1:15

ଶିବାଯୀଯମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନଇଗେଲେ। ସମାନେେ ତୁମ୍ଭର ଦାସମାନଙ୍କୁ ମଧ୍ଯ ଖଡ୍ଗ ରେ ହତ୍ଯା କଲେ। ମୁଁ ହେଉଛି କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ଏବଂ ତୁମ୍ଭକୁ ଏ ବିଷଯ ରେ କହିବାକୁ।

ଗୀତସଂହିତା 72:10

ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଯିଶାଇୟ 21:14

ସମାନେେ କେତକେ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟମାେ ଦେଶବାସୀ କେତକେ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।

ଯିରିମିୟ 25:23

ପୁଣି ଦଦାନ୍, ଢ଼ମାେ ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସହେି ପାତ୍ରକୁ ପାନ କଲେ।

ଯିହିଜିକଲ 27:22

ଶିବାର ଓ ରଯମର ବଣିକମାନେ ତୁମ୍ଭ୍ ସହିତ ବାଣିଜ୍ଯ କରୁଥିଲେ। ସମାନେେ ସମାନଙ୍କେର ଶ୍ ରେଷ୍ଠ ଅତର ଓ ମୂଲ୍ଯବାନ ପ୍ରସ୍ତରକୁ ଓ ସୁବର୍ଣ୍ଣ ତୁମ୍ଭ ଜିନିଷଗୁଡ଼ିକର ବଦଳ ରେ ବାଣିଜ୍ଯ କଲେ।

Interlinear

Choose Theme