Home Bibles ଆୟୁବ ପୁସ୍ତକ 6:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 6:21 · ଓଡ଼ିଆ ବାଇବେଲ

ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି ?

Cross references

ଆୟୁବ ପୁସ୍ତକ 2:11

ଆୟୁବର ତିନି ଜଣ ବନ୍ଧୁ ଥିଲେ। ସମାନେେ ହେଲେ ତୈମନୀଯ, ଇଲୀଫସ୍, ଶୂହୀଯ ବିଲ୍ଦଦ୍ ଓ ନାମାଥୀଯ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସହେି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରୀତ ହେଲେ। ସମାନେେ ତା'ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ବନା ତଥା ସମବଦନୋ ଜଣାଇବାକୁ ମନସ୍ଥ କଲେ।

ଆୟୁବ ପୁସ୍ତକ 6:15

କିନ୍ତୁ ତୁମ୍ଭେ ମାରେ ଭାଇମାନେ ମାେ ପ୍ରତି ବିଶ୍ବସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରିପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସହେି ଉଛୁଳିବା ଝରଣାପରି।

ଆୟୁବ ପୁସ୍ତକ 13:4

କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।

ଆୟୁବ ପୁସ୍ତକ 19:19

ମାରେ ନିକଟତମ ବନ୍ଧୁମାନେ ମାେତେ ଘୃଣା କରନ୍ତି। ମୁଁ ଯେଉଁ ଲୋକମାନଙ୍କୁ ଭଲପାଏ, ସମାନେେ ମାେ ବିରୁଦ୍ଧ ରେ ଯାଉଛନ୍ତି।

ଗୀତସଂହିତା 38:11

ମାରେ ରୋଗ ଯୋଗୁଁ ମାରେ ବନ୍ଧୁ ଓ ପଡ଼ୋଶୀମାନେ ମାେତେ ଦଖାେ କରିବାକୁ ଆସନ୍ତି ନାହିଁ। ମାରେ ପରିବାରବର୍ଗ ମାଠାରୁେ ଦୂରଇେ ରହନ୍ତି।

ଗୀତସଂହିତା 62:9

ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।

ହିତୋପଦେଶ 19:7

ଦରିଦ୍ର ଲୋକଙ୍କୁ ତା'ର ପରିବାର ମଧ୍ଯ ଭଲ ପାଏ ନାହିଁ। ତା'ର ମିତ୍ରମାନେ ତାଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସମାନଙ୍କେର ସାହାୟ୍ଯ ପାଇଁ ଭିକ୍ଷା କରେ, କିନ୍ତୁ ସମାନେେ ତା'ର ନିକଟକୁ ୟାଆନ୍ତି ନାହିଁ।

ଯିଶାଇୟ 2:22

ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।

ଯିରିମିୟ 17:5

ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।

ଯିରିମିୟ 51:9

ଆମ୍ଭମାନେେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହାଇପୋରିଲା ନାହିଁ। ଆସ, ଆମ୍ଭମାନେେ ତାକୁ ପରିତ୍ଯାଗ କରି ଆପଣା ଆପଣା ଦେଶକୁ ଚାଲିୟିବା। ସ୍ବର୍ଗର ପରମେଶ୍ବର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।

ମାଥିଉଲିଖିତ ସୁସମାଚାର 26:31

ଯୀଶୁ ସମାନଙ୍କେୁ କହିଲେ, ଆଜି ରାତି ରେ ତୁମ୍ଭମାନେେ ମାେ ଉପରୁ ବିଶ୍ବାସ ହ ରଇେ ବସିବ। ଶାସ୍ତ୍ରମାନଙ୍କ ରେ ଏକଥା ଲୋଖାଅଛି: 'ମୁଁ ମଷେପାଳକଙ୍କୁ ମାରି ଦବେି ଏବଂ ମେଣ୍ଢାମାନେ ଏଣତେଣେେ ପଳଇବେେ।' ୟିଖରୀୟ 13:7

ମାଥିଉଲିଖିତ ସୁସମାଚାର 26:56

କିନ୍ତୁ ଭବିଷ୍ଯଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସହେିଭଳି ହବୋ ପାଇଁ ଏହି ସବୁକଥା ଘଟିଲା, ତା'ପରେ ସମସ୍ତ ଶିଷ୍ଯମାନେ ଯୀଶୁଙ୍କୁ ଛାଡି ପଳାଇଗଲେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:16

ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:9

ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:17

ଘଣ୍ଟାକ ମଧିଅରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରିଦିଆଗଲା।

Interlinear

Choose Theme