ମୁଁ ଇଚ୍ଛା କରେ ପରମେଶ୍ବର ମାେତେ ଦଳି ଦିଅନ୍ତୁ, ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।
Cross references
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହନ କରିପାରିବି ନାହିଁ, କାରଣ ଏହା ମାେ ପାଇଁ ଅସହ୍ଯ ଅଟେ।
ଏଲିଯ ପ୍ରାନ୍ତର ଭିତ ରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳ ରେ ବସି ପଡିଲେ ଓ ନିଜର ମୃତ୍ଯୁ ପାଇଁ ପ୍ରାର୍ଥନା କରି କହିଲେ, ଏହା ୟଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମାରେ ପ୍ରାଣ ନିଅ, କାରଣ ମୁଁ ମାରେ ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।
କାହିଁକି ଜଣେ ପୀଡ଼ିତ ବ୍ଯକ୍ତି ବଞ୍ଚିରହିବା ଉଚିତ ? କାହିଁକି ଜଣେ ବ୍ଯକ୍ତିକୁ ଜୀବନ ଦବୋ ଯାହାର ଆତ୍ମା ତିକ୍ତ।
ସହେି ବ୍ଯକ୍ତି ମରିବାକୁ ଚାହୁଁଛି ଅଥଚ ମୃତ୍ଯୁ ତା' ନିକଟକୁ ଆସୁନାହିଁ। ସହେି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ଯୁକୁ ଖାଜେି ବୁଲୁଛି।
ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।
ମୁଁ ମାରେ ନିଜର ପ୍ରାଣକୁ ଘୃଣା କରେ ତେଣୁ ମୁଁ ସ୍ବଚ୍ଛନ୍ଦ ରେ ମାରେ ଅଭିଯୋଗ କରିବି। ମାରେ ଆତ୍ମା ତିକ୍ତ ହାଇେ ଗଲାଣି। ତେଣୁ ବର୍ତ୍ତମାନ ମୁଁ କହିପାରିବି।
ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ପାତାଳ ରେ ଲୁଚାଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ଲୁଚାଇ ରଖନ୍ତ, ଯେ ପର୍ୟ୍ଯନ୍ତ ତୁମ୍ଭର ରାଗ ଶାନ୍ତ ନ ହାଇେଛି। ତା'ପରେ ତୁମ୍ଭେ ମାେତେ ମନକରେିବା ପାଇଁ ଗୋଟେ ସମୟ ଠିକ୍ କରିବ।
ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି ? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।
ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିବୁ। ମାତ୍ର ଲୋକମାନେ ଯେପରି ରୂପାକୁ ଅଗ୍ନି ରେ ପକାଇ ପରିଷ୍କାର କରନ୍ତି ସପରେି ନୁହେଁ। ଆମ୍ଭେ ତୁମ୍ଭକୁ ଦୁଃଖରୂପକ ଉହ୍ନଇେ ରେ ପକାଇ ପରିଷ୍କାର କରିବୁ।
ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, ହେ ସଦାପ୍ରଭୁ, ମାେତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମାରେମରିବା ଭଲ ହବେ।
ସୂର୍ୟ୍ଯ ମୁଣ୍ତ ଉପରକୁ ଆସିଲା ପ ରପରେମେଶ୍ବର ଉତ୍ତପ୍ତ ପୁନଇେ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ୟ୍ଯଙ୍କର ପ୍ରଖର କିରଣ ୟୂନସର ମୁଣ୍ତ ଉପ ରେ ପଡି ୟୂନସକୁ ଅତି ଦୁର୍ବଳ କରି ଦଲୋ। ୟୂନସ ପରମେଶ୍ବରଙ୍କୁ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ମାରେ ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।
ସହେି ସମୟରେ ଲୋକମାନେ ମରଣ ଚାହିଁଲେ, କିନ୍ତୁ ମରିପାରିବେ ନାହିଁ। ମରଣ ଖାଜେିବା ସତ୍ତ୍ବେ ମରଣ ସମାନଙ୍କେୁ ମିଳିବ ନାହିଁ।