ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?
Cross references
ଇଶ୍ରାୟେଲର ରାଜା କାହା ପଛ ରେ ବାହାର ହାଇେ ଆସିଛନ୍ତି? ଆପଣ କାହା ପଛ ରେ ଗୋଡଉଛନ୍ତି? ଗୋଟିଏ ମଲା କକ୍ସ୍ଟକକ୍ସ୍ଟର ପଛ ରେ, ଗୋଟିଏ ଡାଆଂଶ ପଛ ରେ ଆପଣ ଗୋଡଉଛନ୍ତି।
ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି ?
ଏହା ସତ୍ଯ, କିନ୍ତୁ ପରମେଶ୍ବର ତୁମ୍ଭେ କ'ଣ ଜଣେ ବ୍ଯକ୍ତିକୁ ଦେଖିବ ? ତୁମ୍ଭେ କ'ଣ ମାେ ସହିତ ବିଚାରସ୍ଥଳକୁ ଆସିବ ଏବଂ ଆମ୍ଭେ ଦୁଇଜଣ ନିଜ ନିଜର ୟୁକ୍ତି ଉପସ୍ଥାପନା କରିବା।
ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।
କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ?
କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି ? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ ?
ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :