Home Bibles ଆୟୁବ ପୁସ୍ତକ 7:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 7:21 · ଓଡ଼ିଆ ବାଇବେଲ

କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?

Cross references

ଦିତୀୟ ଶାମୁୟେଲ 24:10

ଏହାପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦଯ ଦକ୍ସ୍ଟଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବା ରେ ମୁ ମହାପାପ କରିଛି। ହେ ସଦାପ୍ରଭୁ, ମୁ ଆପଣଙ୍କକ୍ସ୍ଟ ବିନଯ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁ ଅତି ମକ୍ସ୍ଟର୍ଖର କର୍ମ କରିଅଛି।

ଆୟୁବ ପୁସ୍ତକ 3:13

ମୁଁ ଯଦି ଜନ୍ମ ହେଲା ବେଳେ ମରିୟାଇଥାନ୍ତି, ବର୍ତ୍ତମାନ ଶାନ୍ତି ରେ ଥାନ୍ତି। ମୁଁ ଇଚ୍ଛାକରେ ମୁଁ ଶାଇେରହିଥାନ୍ତି ଏବଂ ବିଶ୍ରାମ ପାଇଥାନ୍ତି।

ଆୟୁବ ପୁସ୍ତକ 7:8

ତୁମ୍ଭେ ବି ମାେତେ ଆଉ ଦେଖିବ ନାହିଁ। ତୁମ୍ଭେ ମାେତେ ଖାଜେିବ କିନ୍ତୁ ମୁଁ ନ ଥିବି।

ଆୟୁବ ପୁସ୍ତକ 10:9

ହେ ପରମେଶ୍ବର, ତୁମ୍ଭେ ମନରେଖ ତୁମ୍ଭେ ମାେତେ ମାଟି ତୁଲ୍ଯ ତିଆରି କରିଥିଲ। ପୁଣି ମାେତେ ଧୂଳି ରେ ମିଶାଇ ଦବେ କି ?

ଆୟୁବ ପୁସ୍ତକ 10:14

ଯଦି ମୁଁ ପାପ କରିଛି, ତୁମ୍ଭେ ମାେତେ ଦେଖିବ, ଯେ ହତେୁ ତୁମ୍ଭେ ମାେତେ ଅଧର୍ମ କରିଥିବାରୁ ଶାସ୍ତି ଦବେ।

ଆୟୁବ ପୁସ୍ତକ 13:23

ମୁଁ କେତେ ପାପ କରିଛି ? ମୁଁ କ'ଣ ଅଧର୍ମ କରିଛି ? ମାେତେ ମାରେ ପାପ ଓ ଭୁଲ୍ ସବୁ ଜଣାଇ ଦିଅ।

ଆୟୁବ ପୁସ୍ତକ 14:10

କିନ୍ତୁ ମଣିଷ ଯେତବେେଳେ ମରିୟାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସପରେି ଶଷେ ନିଶ୍ବାସ ନିଏ ଏବଂ ତା'ପରେ ସେ କେଉଁଠା ରେ ?

ଆୟୁବ ପୁସ୍ତକ 17:14

ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।

ଆୟୁବ ପୁସ୍ତକ 20:8

ସେ ସ୍ବପ୍ନ ଭଳି ମିଳାଇୟିବ। ଆଉ ତାକୁ କହେି ପାଇବେ ନାହିଁ। ସେ ଗୋଟିଏ ରାତ୍ରିର ଦୁଃସ୍ବପ୍ନ ଭଳି ଭୁଲି ହାଇଯେିବ।

ଆୟୁବ ପୁସ୍ତକ 21:32

ତଥାପି ଦୁଷ୍ଟ ବ୍ଯକ୍ତି କବରକୁ ବୁହାୟିବ ଓ ତାକୁ ପ୍ରହରୀ ଜଗିବେ।

ଗୀତସଂହିତା 37:36

କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।

ଗୀତସଂହିତା 103:15

ମଣିଷ ଜୀବନ ଘାସପରି। ସମାନେେ ଜଙ୍ଗଲି ଫୁଲ ପରି, ୟାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ୟ୍ଯ ଦିଅନ୍ତି।

ଉପଦେଶକ 12:7

ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।

ଯିଶାଇୟ 26:19

ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'

ଯିଶାଇୟ 64:9

ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।

ଯିରିମିୟଙ୍କ ବିଳାପ 3:42

ଆଉ ଆସ କହିବା, ଆମ୍ଭମାନେେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରିନାହଁ।

ଯିରିମିୟଙ୍କ ବିଳାପ 5:20

ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ଯାଗ କରିଅଛ?

ଦାନିଏଲ 12:2

ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।

ହୋଶେୟ 14:2

କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,

ମୀଖା 7:18

ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।

ଯୋହନଲିଖିତ ସୁସମାଚାର 1:29

ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 1:9

ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।

ଯୋହନଙ୍କ ପ୍ରଥମ ପତ୍ର 3:5

ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।

Interlinear

Choose Theme