ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା।
Cross references
କିନ୍ତୁ ବର୍ତ୍ତମାନ ପରମେଶ୍ବର ପ୍ରକୃତ ରେ ମାେତେ ନିଃଶଷେ କରି ଦଇେଛନ୍ତି। ତୁମ୍ଭେ ମାରେ ପରିବାରକୁ ଧ୍ବଂସ କରିଛ।
ପରମେଶ୍ବର ମାେ ପ୍ରତି ଯାହା କରିବାକୁ ଚାହାଁନ୍ତି ତାହା ସେ ନିଶ୍ଚଯ କରିବେ। ତାଙ୍କର ମଧ୍ଯ ମାେ ପ୍ରତି ଅନକେ କିଛି କରିବାକୁ ଯୋଜନା ଥିବ।
ମୁଁ ଇଚ୍ଛାକରେ, କିଛିମାସ ପୂର୍ବରୁ ମାରଜେୀବନ ଯେପରି ଥିଲା ସହେିପରି ରହନ୍ତା। ପରମେଶ୍ବର ମାେ ଉପରେ ଦୃଷ୍ଟି ରଖିଲେ, ମାରେଯତ୍ନ ନେଉଥିଲେ।
ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଗୋଟିଏ କ୍ଷଣସ୍ଥାଯୀ ଜୀବନ ଦଇେଛ। ମାରେ କ୍ଷଣସ୍ଥାଯୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରେତ୍ୟକକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ୟାହାକି ଖୁବ୍ ଶୀଘ୍ର ଭାସିୟାଏ, କହେି ଚିରଦିନ ବଞ୍ଚିରହେ ନାହିଁ।
ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।