Home Bibles ଆୟୁବ ପୁସ୍ତକ 8:16 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 8:16 · ଓଡ଼ିଆ ବାଇବେଲ

ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ।

Cross references

ଆୟୁବ ପୁସ୍ତକ 5:3

ମୁଁ ଜଣେ ଏପରି ନିର୍ବୋଧ ଲୋକକୁ ଦେଖିଛି ୟିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।

ଆୟୁବ ପୁସ୍ତକ 21:7

କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।

ଗୀତସଂହିତା 37:35

ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।

ଗୀତସଂହିତା 73:3

ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।

ଗୀତସଂହିତା 80:11

ଭୂମଧ୍ଯସାଗର ପର୍ୟ୍ଯନ୍ତ ଆପଣା ଶାଖା ଓ ଫରାତ୍ ନଦୀ ପର୍ୟ୍ଯନ୍ତ ଆପଣା ପଲ୍ଲବ ବିସ୍ତାର କଲା।

ଯିରିମିୟ 11:16

ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ ବୋଧନ କରିଥିଲେ, ସୁନ୍ଦର ଫଳ ରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜିତବୃକ୍ଷ' ବୋଲି। ମାତ୍ର ତାହା ଲୋକାରଣ୍ଯର ମହାଶବ୍ଦ ପରି ସେ ତହିଁ ଉପ ରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ୟିବ।

Interlinear

Choose Theme