Home Bibles ଆୟୁବ ପୁସ୍ତକ 8:3 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 8:3 · ଓଡ଼ିଆ ବାଇବେଲ

ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ?

Cross references

ଆଦି ପୁସ୍ତକ 18:25

ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।

ଦିତୀୟ ବିବରଣ 32:4

ସତେ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ବସ୍ତ ଓ ନ୍ଯାଯବାନ୍ ପରମେଶ୍ବର। ସେ ଉତ୍ତମ ଓ ସତ୍ଯ।

ଦିତୀୟ ବଂଶାବଳୀ 19:7

ବର୍ତ୍ତମାନ ତୁମ୍ଭମାନେେ ପ୍ରେତ୍ୟକକ ସଦାପ୍ରଭୁଙ୍କୁ ନିତାନ୍ତ ଭୟ କରିବ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ନ୍ଯାଯବାନ ଅଟନ୍ତି, ତେଣୁ ତୁମ୍ଭମାନେେ ଯାହା କର, ସେ ବିଷଯ ରେ ବିଶଷେ ସାବଧାନ ହୁଅ। ସଦାପ୍ରଭୁ କୌଣସି ମନୁଷ୍ଯକୁ ଅନ୍ୟମାନଙ୍କ ଅପେକ୍ଷା ଅଧିକ ଗୁରୁତ୍ବ ଦିଅନ୍ତି ନାହିଁ। ଆଉ, ସେ ତାଙ୍କର ନିଷ୍ପତ୍ତି ବଦଳାଇବାକୁ ଲାଞ୍ଚ ନିଅନ୍ତି ନାହିଁ।

ଆୟୁବ ପୁସ୍ତକ 4:17

ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ?

ଆୟୁବ ପୁସ୍ତକ 9:2

ହଁ, ଏହା ସତ୍ଯ ବୋଲି ମୁଁ ଜାଣେ ଯାହା ତୁମ୍ଭେ କହୁଛ। ଜଣେ ପରମେଶ୍ବରଙ୍କୁ ୟୁକ୍ତି ରେ କିପରି ଜିତି ପାରିବ ?

ଆୟୁବ ପୁସ୍ତକ 10:3

ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

ଆୟୁବ ପୁସ୍ତକ 19:6

କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି ? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।

ଆୟୁବ ପୁସ୍ତକ 19:7

ମୁଁ ଚିତ୍କାର କଲି, କିନ୍ତୁ କହେି ମାରେ ରବ ଶୁଣି ସହାୟତା ପାଇଁ ଉତ୍ତର ଦେଲେ ନାହିଁ। ମୁଁ ଚିତ୍କାର କଲି, ମାେତେ ରକ୍ଷା କର ! କିନ୍ତୁ ସଠାେରେ ନ୍ଯାଯ ନାହିଁ।

ଆୟୁବ ପୁସ୍ତକ 21:15

ଦୁଷ୍ଟ ଲୋକମାନେ କହନ୍ତି, 'ସର୍ବଶକ୍ତିମାନ ପରମେଶ୍ବର କିଏ ଯେ, ଆମ୍ଭେ ତାଙ୍କର ସବୋ କରିବୁ ବୋଲି। ତାଙ୍କ ନିକଟରେ ପ୍ରାର୍ଥନା କଲେ ଆମ୍ଭେ କି ଲାଭ ପାଇବା।'

ଆୟୁବ ପୁସ୍ତକ 21:20

ସହେି ପାପୀ ନିଜେ ନିଜର ବିନାଶ ଦେଖୁ। ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ କୋର୍ଧର ଶିକାର ହେଉ।

ଆୟୁବ ପୁସ୍ତକ 34:5

ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।

ଆୟୁବ ପୁସ୍ତକ 34:10

ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।

ଆୟୁବ ପୁସ୍ତକ 34:12

ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।

ଆୟୁବ ପୁସ୍ତକ 34:17

ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।

ଆୟୁବ ପୁସ୍ତକ 35:13

ଏହା ସତ୍ଯ, ସମାନଙ୍କେର ମୂଲ୍ଯହୀନ ମାଗୁଣୀକୁ ପରମେଶ୍ବର ଶୁଣିବେ ନାହିଁ। ସର୍ବଶକ୍ତିମାନ ପରମେଶ୍ବର ସମାନଙ୍କେ ପ୍ରତି ମନୋୟୋଗ କରିବେ ନାହିଁ।

ଆୟୁବ ପୁସ୍ତକ 37:23

ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।

ଆୟୁବ ପୁସ୍ତକ 40:2

ଆୟୁବ, ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କ ସହିତ ୟୁକ୍ତି କରୁଛ। ଆମ୍ଭେ ଭୁଲ କରିଛୁ ବୋଲି ତୁମ୍ଭେ ବିଚାର କରିଛ, କ'ଣ ସ୍ବୀକାର କରିବ ଯେ ତୁମ୍ଭେ ଭୁଲ କରିଛ ବୋଲି, ତୁମ୍ଭେ ମାେତେ ଉତ୍ତର ଦିଅ।

ଆୟୁବ ପୁସ୍ତକ 40:8

ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।

ଗୀତସଂହିତା 89:14

ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।

ଗୀତସଂହିତା 99:4

ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

ଯିହିଜିକଲ 18:25

କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।

ଯିହିଜିକଲ 33:17

କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।'

ଯିହିଜିକଲ 33:20

ତଥାପି ତୁମ୍ଭମାନେେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରେତ୍ୟକକ ଲୋକର ତା'ର ଆଚାର ବ୍ଯବହାର ଅନୁସାରେ ବିଚାର କରିବି।

ଦାନିଏଲ 9:14

ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହାଇେ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭମାନେେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭମାନେେ ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦଇନୋହୁଁ।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ରୋମୀୟଙ୍କ ପ୍ରତି ପତ୍ର 3:4

କବେେ ନୁହେଁ। ଯଦି ପ୍ରେତ୍ୟକକ ଲୋକ ଅସତ୍ ହୁଅନ୍ତି, ତବେେ ମଧ୍ଯ ପରମେଶ୍ବର ସତ୍ଯ ହାଇେ ରହିବେ। ଶାସ୍ତ୍ର ରେ ଲଖାେ ଅଛି ଯେ:

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3

ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:7

ମୁଁ ବଦେୀକୁ ଏହା କହିବାର ଶୁଣିଲି,

Interlinear

Choose Theme