ପରମେଶ୍ବର ତାଙ୍କ କୋର୍ଧ ଧରିରଖି ପାରିବେ ନାହିଁ। ରାହବର ସାହାୟ୍ଯକାରୀମାନେ ମଧ୍ଯ ତାଙ୍କୁ ଭୟ କରନ୍ତି।
Cross references
ପରମେଶ୍ବର ନିଜ ଶକ୍ତି ବଳ ରେ ସମୁଦ୍ରକୁ ଶାନ୍ତ କରନ୍ତି। ତାଙ୍କ ଜ୍ଞାନ ବଳ ରେ ସମୁଦ୍ର ରାକ୍ଷସ ରାହବ କ୍ଷତାକ୍ତ ହୁଅନ୍ତି।
ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।
ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ବାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
ସତଣୁ ସଦାପ୍ରଭୁସସମାନଙ୍କ ଉପସର ଅତ୍ଯନ୍ତ କ୍ରୋଧାନ୍ବିତସହାଇଛନ୍ତି।ସସ ତାଙ୍କର ହସ୍ତ ଉତ୍ତୋଳନ କରିସସମାନଙ୍କୁ ଦଣ୍ଡସଦଲବ। ଏପରିକି ପର୍ବତଗଣ ଭୟଭୀତସହଲବ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ସର ପଡ଼ିରହିବ। ଏପରିକି ପରଲମଶ୍ବରଙ୍କସକାର୍ଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତସସମାନଙ୍କୁ ଦଣ୍ଡସଦଲବ।
ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।
ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ଯକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଚାରୀମାନଙ୍କ ପ୍ରତିକୂଳ ରେ ଓ ଅଧର୍ମାଚାରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧ ରେ ଉଠିବେ।
ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335