Home Bibles ଯୋୟେଲ 1:12 · ଓଡ଼ିଆ ବାଇବେଲ
ଯୋୟେଲ 1:12 · ଓଡ଼ିଆ ବାଇବେଲ

ଦ୍ରାକ୍ଷାଲତାଗୁଡିକ ଶୁଷ୍କ ହାଇେଛନ୍ତି ଓ ଡିମିରି ବୃକ୍ଷ ମରି ୟାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡିକ ଶୁଖି ୟାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିୟାଇଛି।

Cross references

ଗଣନା ପୁସ୍ତକ 13:23

ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।

ଗୀତସଂହିତା 4:7

ହେ ସଦାପ୍ରଭୁ, ତୁମ୍ଭେ ମାେତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସି। ଫସଲ ଅମଳ ସମୟଠାରୁ। ଯେତବେେଳେ ଆମ୍ଭେ ଶସ୍ଯ ଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ ସେତବେେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।

ଗୀତସଂହିତା 92:12

ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।

ପରମଗୀତ 2:3

ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।

ପରମଗୀତ 4:13

ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।

ପରମଗୀତ 7:7

ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।

ଯିଶାଇୟ 9:3

ହେ ପରମେଶ୍ବର, ତୁମ୍ଭେ ସହେି ଗୋଷ୍ଠୀର ବୁଦ୍ଧିର କାରଣ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ସୁଖୀ କରିବ ଏବଂ ସହେି ଲୋକମାନେ ତୁମ୍ଭକୁ ସମାନଙ୍କେର ଆନନ୍ଦ ଦଖାଇବେେ। ଏହି ଆନନ୍ଦ ଶସ୍ଯ ସମୟରେ ଉଲ୍ଲାସ ପରି ହବେ। ପୁଣି ଏହି ଆନନ୍ଦ ଉଲ୍ଲାସ ଲୁଣ୍ଠନ ଦ୍ରବ୍ଯକୁ ଭାଗ କଲା ବେଳେ ଯେପରି ହୁଏ ସହେିପରି ହବେ।

ଯିଶାଇୟ 16:10

ଉର୍ବରା କ୍ଷତରେୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହବେ ଏବଂ ଦ୍ରାକ୍ଷା କ୍ଷତେ ରେ ଗାନ ଓ ଆନନ୍ଦ ଧ୍ବନି ଶୁଣାୟିବ ନାହିଁ। ଦ୍ରାକ୍ଷାକୁ କୁଣ୍ଡ ରେ ପଦ ରେ ଚାପି କହେି ଦ୍ରାକ୍ଷାରସ ବାହାର କରିବ ନାହିଁ, କାରଣ ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ବନି ନିବୃତ୍ତି କରିଅଛୁଁ।

ଯିଶାଇୟ 24:11

ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଚାଲି ୟାଇଛି ଓ ଆମାଦେ ଦୂରୀଭୂତ ହାଇେଛି।

ଯିରିମିୟ 48:3

ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।

ଯିରିମିୟ 48:33

ମାୟୋବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହାଇେଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ଯ କରିଅଛି। ଆଉ ଆଗକୁ କହେି ଆନନ୍ଦ ଉଲ୍ଲାସ ରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ବନି ଲୋପ କାଇବ।

ହୋଶେୟ 9:1

ହେ ଇଶ୍ରାୟେଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସି ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ଯବହାର କଲ ଓ ପରମେଶ୍ବରଙ୍କୁ ଭୁଲିଗଲ। ତୁମ୍ଭମାନେେ ପ୍ରତି ଶସ୍ଯଖଳା ରେ ୟୌନ ଅପରାଧମୂଳକ ପାପ କଲ।

ଯୋୟେଲ 1:10

ଶସ୍ଯ କ୍ଷେତ୍ର ଧ୍ବଂସ ହାଇେଛି, ଏପରିକି ଭୂମି ମଧ୍ଯ କାନ୍ଦୁଛି। କାରଣ ଶସ୍ଯସବୁ ନଷ୍ଟ ହାଇେଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ୟାଇଛି। ଅଲିଭ ତଲେ ଶଷେ ହାଇୟୋଇଛି।

ଯୋୟେଲ 1:16

ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ବରଙ୍କ ମନ୍ଦିରରୁ ଗ୍ଭଲି ୟାଇଛି।

ହବକକୂକ 3:17

ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।

ହଗୟ 2:19

ଖଳା ରେ ଆଉ ଶସ୍ଯ ଅଛି କି? ନାଁ, କୌଣସି ଶସ୍ଯ ଖଳା ରେ ନାହିଁ। ଦ୍ରାକ୍ଷାଲତାକୁ, ଡିମିରି ଗଛକୁ, ଡାଳିମ୍ବୂ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ଯ କର। ସମାନେେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁନାହିଁନ୍ତି। କିନ୍ତୁ ଆଜିଠାରୁ ଦେଖ, ସଗେୁଡିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।

ମଲାଖୀ 3:11

ଆମ୍ଭେ ତୁମ୍ଭର ଶସ୍ଯକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।

Interlinear

Choose Theme