Home Bibles ଯୋୟେଲ 1:5 · ଓଡ଼ିଆ ବାଇବେଲ
ଯୋୟେଲ 1:5 · ଓଡ଼ିଆ ବାଇବେଲ

ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।

Cross references

ଯିଶାଇୟ 24:7

ଦ୍ରାକ୍ଷାଲତା ମ୍ଲାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହାଇୟୋଇଛି। ଯେଉଁ ଲୋକମାନଙ୍କର ହୃଦଯ ଖୁସିଥିଲା ବର୍ତ୍ତମାନ ସମାନେେ ୟନ୍ତ୍ରଣା ରେ ଗଁ ଗଁ କରୁଛନ୍ତି।

ଯିଶାଇୟ 32:10

ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ବର୍ଷକ ପ ରେ ଉଦ୍ବିଗ୍ନା ହବେ। କାରଣ ଦ୍ରାକ୍ଷାଫଳର ଅଭାବ ହବେ, ଫଳ ଅମଳର ସମୟ ଆସିବ ନାହିଁ।

ଯିରିମିୟ 4:8

ତେଣୁ ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ଆମ୍ଭମାନଙ୍କ ଉପ ରେ ରହିଅଛି।

ଯିହିଜିକଲ 30:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,

ଯୋୟେଲ 1:11

ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ବର ରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭମାନେେ ମଧ୍ଯ ରୋଦନ କର। କାରଣ ତୁମ୍ଭର କ୍ଷତେ ରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ବଂସ ହାଇେଛି।

ଯୋୟେଲ 1:13

ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।

ଯୋୟେଲ 3:3

ସମାନେେ ଆମ୍ଭ ଲୋକମାନଙ୍କର ଭାଗ୍ଯ ନିର୍ଦ୍ଧାରଣ କରିବାକୁ ଗୁଳାବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ଯା ପାଇଁ ସମାନେେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସମାନେେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।

ଆମୋଷ 6:3

ତୁମ୍ଭମାନେେ ଭାବୁଛ ଦଣ୍ତ ପାଇବାର ଦିନ ବହୁତ ଦୂର ରେ ଅଛି, ସେଥିପାଇଁ ତୁମ୍ଭେ ହିଂସାର ସହିତ ଶାସନ କରୁଛ।

ଲୂକଲିଖିତ ସୁସମାଚାର 16:19

ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

ଲୂକଲିଖିତ ସୁସମାଚାର 16:23

ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

ଲୂକଲିଖିତ ସୁସମାଚାର 21:34

ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।

ରୋମୀୟଙ୍କ ପ୍ରତି ପତ୍ର 13:11

ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

ଯାକୁବଙ୍କ ପତ୍ 5:1

ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

Interlinear

Choose Theme