ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
Cross references
ଅତୀତ ରେ ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦଇେ ଆଉ ତୁମ୍ଭର ସବୋ କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ବୁଲୁଥିବ, ପୃଥିବୀ ରେ ତୁମ୍ଭର ଗୃହ ରହିବ ନାହିଁ।
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
ଆଉ ତୁମ୍ଭମାନଙ୍କର ଶସ୍ଯମର୍ଦ୍ଦନ କାଳ ଦ୍ରାକ୍ଷାସଂଗ୍ରହକାଳ ପର୍ୟ୍ଯନ୍ତ ଗ୍ଭଲିବ ଓ ଦ୍ରାକ୍ଷାସଂଗ୍ରହ କାଳ ବୀଜବପନ କାଳ ପର୍ୟ୍ଯନ୍ତ ଲାଗିବ, ପୁଣି ତୁମ୍ଭମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଅନ୍ନ ଭୋଜନ କରିବ ଓ ନିରାପଦ ରେ ଆପଣା ଦେଶ ରେ ବାସ କରିବ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।
ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
ଚାରଣଭୂମି ସବୁ ମଷେପଲରେ ପୁରି ଉଠନ୍ତି। ଉପତ୍ୟକା ସକଳ ଶସ୍ଯରେ ଆଚ୍ଛନ୍ନ ହୁଅନ୍ତି। ପ୍ରେତ୍ୟକକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜଯଧ୍ବନି କରନ୍ତି।
ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
ଏହି ଜଳ ବନ୍ଯ ପଶୁଗଣକୁ ଜଳ ୟୋଗାଏ। ବନ୍ଯ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି, ୟପରେିକି ଠିକ୍ ସମଯରେ ତୁମ୍ଭେ ସମାନଙ୍କେୁ ଖାଦ୍ୟ ପ୍ରଦାନ କରିବ,
କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ।
ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।
ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
ପୁଣି ଆମ୍ଭେ ସମାନଙ୍କେୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ କରିବା। ମୁଁ ଯଥା ସମୟରେ ଜଳଧାରା ବର୍ଷା କରାଇବି ଓ ତାହା ଆଶୀର୍ବାଦର ଜଳଧାରା ହବେ।