Home Bibles ☰ Books ଯୋୟେଲ 2:29 · ଓଡ଼ିଆ ବାଇବେଲ
ଯୋୟେଲ 2:29 · ଓଡ଼ିଆ ବାଇବେଲ

ସହେି ସମୟରେ ଆମ୍ଭେ ମଧ୍ଯ ଆପଣା ଦାସ ଓ ଦାସୀଙ୍କ ଉପ ରେ ଆମ୍ଭର ଆତ୍ମା ଢାଳିବା।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:13

ଆମ୍ଭ ଭିତରୁ କେତକେ ହେଉଛୁ ୟିହୁଦୀ, କେତକେ ଅଣୟିହୁଦୀ, ଆମ୍ଭ ଭିତରୁ କେତକେ କ୍ରୀତଦାସ ଓ କେତକେ ସ୍ବାଧୀନ। କିନ୍ତୁ ଆମ୍ଭମାନେେ ସମସ୍ତେ ଗୋଟିଏ ଆତ୍ମା ଦ୍ବାରା ଏକ ଶରୀର ହବୋ ଉଦ୍ଦେଶ୍ଯ ରେ ବାପ୍ତିଜିତ ପ୍ରାପ୍ତ ହାଇେ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ଯ ପ୍ରଦାନ କରାଯାଇଛି।

ଗାଲାତୀୟଙ୍କ ପ୍ରତି ପତ୍ର 3:28

ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।

କଲସୀୟଙ୍କ ପ୍ରତି ପତ୍ର 3:11

ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

Interlinear

Choose Theme