ସହେି ସମୟରେ, ଯେ କହେି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବି, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ୟିରୁଶାଲମର ଓ ସିୟୋନ୍ପର୍ବତ ଉପ ରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହବେେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସମାନେେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ବାନ କରୁଛନ୍ତି।
Cross references
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ସହେି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀଯ ଓ ମହାନ୍ ହବେ। ଇଶ୍ରାୟେଲର ପରିବେଷ୍ଟନୀଯର ଉପୟୋଗୀ ସମାନଙ୍କେ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ବିତ ହବେେ।
ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ପରମେଶ୍ବରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ବରଙ୍କ ପରି ହବେ।
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।
ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ ଓ ଯାକୁବ ମଧିଅରେ ଯେଉଁମାନେ ଅଧର୍ମରୁ ଫରନ୍େତି, ସମାନଙ୍କେ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।
ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
କିନ୍ତୁ ଆମ୍ଭର ଲୋକମାନଙ୍କ ମଧ୍ଯରୁ ବଞ୍ଚିଥିବା ଲୋକମାନଙ୍କୁ ଏକତ୍ରୀତ କରିବା ଏବଂ ସିୟୋନ ପର୍ବତକୁ ଫରୋଇ ଆଣିବା। ସମାନେେ ସିୟୋନ ପର୍ବତ ରେ ଚିରଦିନ ବାସ କରିବେ। ଯାକୁବ ତାଙ୍କର ରାଜ୍ଯ ଫରେି ପାଇବେ।
ବିଜତାକୋରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ଯ ସଦାପ୍ରଭୁଙ୍କର ଅଧିକୃତ ହବେ।
ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।
ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ଯାଗ କରିବେ, ଯେପର୍ୟ୍ଯନ୍ତ ସ୍ତ୍ରୀ ଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପ ରେ ଅବଶିଷ୍ଟ ଭାତୃଗଣ ଇଶ୍ରାୟେଲର ଲୋକଙ୍କ ନିକଟକୁ ଫରେି ଆସିବେ।
କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧିଅରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହବେେ, ଏବଂ କବେେ ମନୁଷ୍ଯ ମାନଙ୍କ ଉପ ରେ ନିର୍ଭରଶୀଳ ହବେେ ନାହିଁ। ଆଉ ମଧ୍ଯ ସମାନେେ ତୃଣ ଉପ ରେ ବୃଷ୍ଟି ସଦୃଶ ହବେେ ଏବଂ ମନୁଷ୍ଯମାନଙ୍କ ଉପ ରେ ଭରସା ରଖିବେ ନାହିଁ।
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'
ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।
ମାରେ ଅନ୍ୟ ମଷେମାନେ ମଧ୍ଯ ଅଛନ୍ତି। ସମାନେେ ଏହି ପଲ ରେ ନାହାଁନ୍ତି। ମୁଁ ସମାନଙ୍କେୁ ମଧ୍ଯ ଆଣିବି। ସମାନେେ ମାରେ ସ୍ବର ଶୁଣିବେ। ଭବିଷ୍ଯତ ରେ ଗୋଟିଏ ପଲ ହବେ ଓ ସେ ପଲର ଜଣେ ମଷେପାଳକ ହବେେ।
ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।
ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।
ପ୍ରଭୁ ଏହି କଥା କହନ୍ତି, ଅବଶିଷ୍ଟ ମାନବଜାତି ଓ ଅନ୍ୟ ଜାତୀୟ ଲୋକମାନେ, ଯେଉଁମାନେ ମାେ ନାମ ରେ ପରିଚ଼ିତ ହୁଅନ୍ତି, ସମାନେେ ମାେତେ ଖାଜେିବେ। ଯେଉଁ ପ୍ରଭୁ ଏହି ସମସ୍ତ ଘଟଣା ଘଟାନ୍ତି, ସେ ସ୍ବଯଂ ଏହା କହିଅଛନ୍ତି।
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।
ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।
ଏବଂ ଇଶ୍ରାୟେଲ ବିଷୟ ରେ ୟିଶାଇୟ ଘାଷେଣା କରି କୁହନ୍ତି:
ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।
ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।
ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।
ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।