ଆମ୍ଭେ ମଧ୍ଯ ସମସ୍ତ ରାଜ୍ଯକୁ ଏକତ୍ରୀତ କରିବା। ସହେି ସମୟରେ, ଆମ୍ଭେ ସବୁ ରାଜ୍ଯକୁ ୟିହୋଶାଫଟ ଉପତ୍ୟକାକୁ ଓହ୍ଲାଇ ଆଣିବା। ସଠାେ ରେ ଆମ୍ଭେ ସମାନଙ୍କେର ବିଗ୍ଭର କରିବା। ସହେି ଗୋଷ୍ଠୀଗୁଡିକ ଆମ୍ଭ ଇଶ୍ରାୟେଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସମାନେେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ୟୋର କରି ନିର୍ବାସିତ କରି ଦଇେଛନ୍ତି। ସମାନେେ ଆମ୍ଭର ଭୂମିଓ ସମାନଙ୍କେ ମଧିଅରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ।
Cross references
ଚତୁର୍ଥ ଦିନ ୟିହୋଶାଫଟ୍ ଓ ତାଙ୍କର ସୈନ୍ଯଦଳ ବରାଖା ଉପତ୍ୟକା ରେ ମିଳିତ ହେଲେ। ସହେି ସ୍ଥାନ ରେ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କଲେ। ତେଣୁ ସହେି ସ୍ଥାନର ନାମ ଆଜି ପର୍ୟ୍ଯନ୍ତ ବରଖା ଉପତ୍ୟକା ହାଇେଅଛି।
କାରଣ ସଦାପ୍ରଭୁ ଅଗ୍ନି ଓ ଖଡ୍ଗ ଦ୍ବାରା ମର୍ତ୍ତ୍ଯର ସମସ୍ତ ବିବାଦ ନିଷ୍ପନ୍ନ କରିବେ। ସେତବେେଳେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକ ଅନକେ ହବେେ।
ସଦାପ୍ରଭୁ ଏହା କହନ୍ତି, ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ର ରେ ଇଶ୍ରାୟେଲୀୟମାନଙ୍କୁ ଦଇେଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସମାନଙ୍କେୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସମାନଙ୍କେ ମଧ୍ଯରୁ ଯିହୁଦାର ଘରକୁ ହଟଇେ ଦବୋ।
ସମଗ୍ର ପୃଥିବୀ ରେ ଏକ ଧ୍ବନି ବ୍ଯାପିୟିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପ ରେ ସଦାପ୍ରଭୁଙ୍କର କୋରଧ ଅଛି। ସେ ସମାନଙ୍କେର ବିଚାର କରି ଶାସ୍ତି ଦବେେ। ପୁଣି ସେ ଦୁଷ୍ଟାଚାରୀମାନଙ୍କୁ ଖଡ୍ଗ ରେ ସମର୍ପଣ କରିବେ।' ଏହା ସଦାପ୍ରଭୁ କହନ୍ତି।
ଅମ୍ ନୋନ ସନ୍ତାନଗଣ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ହେ ଅମ୍ ନୋନୀଯ ସନ୍ତାନଗଣ, ତୁମ୍ଭମାନେେ କ'ଣ ଭାବୁଛ ଇଶ୍ରାୟେଲର ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କ'ଣ କହେି ନାହାଁନ୍ତି ? ତବେେ ମିଲକମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହ ରେ ବାସ କରୁଅଛନ୍ତି ?
ସଦାପ୍ରଭୁ, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମାୟୋବ ଓ ସଯେୀର କହୁଅଛନ୍ତି, ' ଦେଖ ଯିହୁଦା ପରିବାର ଅନ୍ୟ ସକଳ ଜାତିମାନଙ୍କ ତୁଳ୍ଯ।'
କାରଣ ତୁମ୍ଭେ କହିଲ, ଏହି ଦୁଇ ଜାତି ଏବଂ ଏହି ଦୁଇ ଦେଶ ଇଶ୍ରାୟେଲ ଓ ଯିହୁଦା ମାରେ ହବେେ, ମୁଁ ସମାନଙ୍କେୁ ଅଧିକାର ଦବେି, ଏପରିକି ଯଦିଓ ସଠାେ ରେ ସଦାପ୍ରଭୁ ବାସ କରନ୍ତି।
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଇର୍ଷା ରେ ଜଳିୟାଇ ମୁଁ ଅନ୍ୟ ଜାତିମାନଙ୍କ ବିରୁଦ୍ଧ ରେ ଓ ଇଦୋମ ବିରୁଦ୍ଧ ରେ କହିଛି, କାରଣ ସମାନଙ୍କେ ହୃଦଯ ରେ ମନ୍ଦ ଖୁସି ନଇେ ମାରେ ଦେଶକୁ ଅଧିକାର କଲେ। ସମାନେେ ଏହାକୁ ଲୁଣ୍ଠନ କରିବା ପାଇଁ ଅଧିକାର କଲେ।
ପୁଣି ମୁଁ ଗୋଗ ବିପକ୍ଷ ରେ ମହାମାରୀ ଓ ମୃତ୍ଯୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପ ରେ, ତାହାର ସୈନ୍ଯଦଳ ଉପ ରେ ଓ ତା'ର ସଙ୍ଗୀ ଅନକେ ଜାତିମାନଙ୍କ ଉପ ରେ ପ୍ଲାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।
ପରମେଶ୍ବର କହନ୍ତି ମୁଁ ସହେିଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇଶ୍ରାୟେଲ ମଧିଅରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନ ରୋଧ କରିବ। ସହେି ସ୍ଥାନ ରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦବେେ। ଏବଂ ସହେି ସ୍ଥାନକୁ ସମାନେେ 'ଗୋଗର ସୈନ୍ଯମାନଙ୍କର ଉପତ୍ୟକା' ବୋଲି ନାମ ଦବେେ।
ହେ, ରାଜ୍ଯବାସୀ! ଜାଗ୍ରତ ହୁଅ, ୟିହୋଶାଫଟର ଉପତ୍ୟକାକୁ ଆସ କାରଣ ସହେି ସ୍ଥାନ ରେ ଆମ୍ଭେ ଇଶ୍ରାୟେଲର ଚତୁଃପାଶର୍ବ ରେ ଥିବା ରାଜ୍ଯମାନଙ୍କର ବିଗ୍ଭର କରିବା ପାଇଁ ଫରେି ଆସିବା।
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।
ତୁମ୍ଭେ ଲଜ୍ଜିତ ହବେ ଓ ଚିରଦିନ ପାଇଁ ଧ୍ବଂସ ହବେ। କାରଣ, ତୁମ୍ଭେ ତୁମ୍ଭର ଭାଇ ଯାକୁବ ପ୍ରତି ଅତି ନିଷ୍ଠୁର ଥିଲ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।
ସଦାପ୍ରଭୁ କହିଲେ, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।
କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।
ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କୋରଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କୋରଧର ସମୟ ଉପସ୍ଥିତ, ମୃତମାନଙ୍କର ବିଚାର ସମୟ ଆସିଛି ; ତୁମ୍ଭ ସବେକମାନଙ୍କୁ ଭବିଷ୍ଯତ୍ ବକ୍ତାମାନଙ୍କୁ ପୁରସ୍କାର ଦବୋର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରେତ୍ୟକକଙ୍କୁ ପୁରସ୍କାର ଦବୋର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହାଇେଛି।
ଲୋକମାନେ ଯେ ହତେୁ ତୁମ୍ଭର ପବିତ୍ର ଲୋକ ଓ ଭବିଷ୍ଯଦ୍ ବକ୍ତାମାନଙ୍କର ରକ୍ତପାତ କରିଥିଲେ, ଏବେ ତୁମ୍ଭେ ସମାନଙ୍କେୁ ରକ୍ତପାତ କରିବାକୁ ଦଇେଛ। ସମାନେେ ଏହା ହିଁ ପାଇବାକୁ ଯୋଗ୍ଯ।
ସମାନେେ ଭୂତର ଆତ୍ମା ଓ ସମାନଙ୍କେର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିବାର କ୍ଷମତା ଥିଲା। ସମାନେେ ସର୍ବଶକ୍ତିମାନ ପରମେଶ୍ବରଙ୍କ ମହାଦିନର ୟୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସମାନଙ୍କେ ପାଖକୁ ଯାଆନ୍ତି।
ସହେି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷା ରେ କୁହା ଯାଉଥିବା 'ହର୍ମିଗିଦ୍ଦୋନ୍' ନାମକ ସ୍ଥାନ ରେ ଏକାଠି କଲେ।
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।
ତା'ପରେ ମୁଁ ସହେି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସମାନଙ୍କେର ସନୋବାହିନୀଗଣ, ଅଶ୍ବାରୋହୀ ଓ ସମାନଙ୍କେର ସନୋବାହିନୀ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ଏକତ୍ର ହେଲେ।
ସେ ପୃଥିବୀର ଚାରିକୋଣରୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସହେି ସମୁଦ୍ରର ବାଲି ପରି ଅସଂଖ୍ଯ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ୟୁଦ୍ଧ କରିବାକୁ ବାହାରିବ।