Home Bibles ☰ Books ଯୋହନଲିଖିତ ସୁସମାଚାର 1:20 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:20 · ଓଡ଼ିଆ ବାଇବେଲ

ଯୋହନ ମୁକ୍ତ ଭାବରେ କହିଲେ। ସେ ଉତ୍ତର ଦବୋ ପାଇଁ ଅସ୍ବୀକାର କଲେ ନାହିଁ। ଯୋହନ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, ମୁଁ ଖ୍ରୀଷ୍ଟ ନୁହେଁ।

Cross references

ମାଥିଉଲିଖିତ ସୁସମାଚାର 3:11

ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

ମାର୍କଲିଖିତ ସୁସମାଚାର 1:7

ଯୋହନ ଲୋକମାନଙ୍କ ଆଗ ରେ ଘାଷେଣା କରୁଥଲେ: ମାେ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡି ବସି ତାହାଙ୍କର ୟୋତା ଖାଲିବୋ ପାଇଁ ମଧ୍ଯ ଯୋଗ୍ଯ ନୁହେଁ।

ଲୂକଲିଖିତ ସୁସମାଚାର 3:15

ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷା ରେ ଥିଲେ। ଯୋହନଙ୍କ ବିଷୟ ରେ ସମାନେେ ମନେ ମନେ ଭାବୁଥିଲେ, ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।

ଯୋହନଲିଖିତ ସୁସମାଚାର 3:28

ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'

Interlinear

Choose Theme