Home Bibles ଯୋହନଲିଖିତ ସୁସମାଚାର 1:21 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:21 · ଓଡ଼ିଆ ବାଇବେଲ

ଯିହୂଦୀମାନେ ଯୋହନଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କିଏ? ତୁମ୍ଭେ କ'ଣ ଏଲିୟ?

Cross references

ଦିତୀୟ ବିବରଣ 18:15

ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତଙ୍କକ୍ସ୍ଟ ପଠାଇବେ। ଏହି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ବାଛିବେ। ସେ ମାେ ତକ୍ସ୍ଟଲ୍ଯ ହବେ। ତୁମ୍ଭମାନେେ ସହେି ଭବିଷ୍ଯଦ୍ ବକ୍ତାଙ୍କ କଥାକକ୍ସ୍ଟ ପାଳନ କରିବ।

ମଲାଖୀ 4:5

ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।

ମାଥିଉଲିଖିତ ସୁସମାଚାର 11:9

ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ କୌଣସି ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ଯଦ୍ବକ୍ତାଙ୍କ ଠାରୁ ମଧ୍ଯ ଆହୁରି ବଡ।

ମାଥିଉଲିଖିତ ସୁସମାଚାର 11:14

ଯଦି ତୁମ୍ଭେ ସମାନଙ୍କେ ଭବିଷ୍ଯଦ୍ବାଣୀ ବିଶ୍ବାସ କରିବାକୁ ଇଚ୍ଛା କରୁଛ ତବେେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସମାନେେ ଭବିଷ୍ଯଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ।

ମାଥିଉଲିଖିତ ସୁସମାଚାର 16:14

ଶିଷ୍ଯମାନେ ଉତ୍ତର ଦେଲେ, କେତକେ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତକେ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ୟିରିମିୟ ବା ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ବୋଲି କହୁଛନ୍ତି।

ମାଥିଉଲିଖିତ ସୁସମାଚାର 17:10

ଯୀଶୁଙ୍କୁ ଶିଷ୍ଯମାନେ ପଚାରିଲେ, ତବେେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?

ଲୂକଲିଖିତ ସୁସମାଚାର 1:17

ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।

ଯୋହନଲିଖିତ ସୁସମାଚାର 1:25

ଏହି ଲୋକମାନେ ଯୋହନଙ୍କୁ କହିଲେ, ତୁମ୍ଭେ କହୁଛ ଯେ ତୁମ୍ଭେ ଖ୍ରୀଷ୍ଟ ନୁହଁ। ତୁମ୍ଭେ କହୁଛ ଯେ ତୁମ୍ଭେ ଏଲିୟ ନୁହଁ କିମ୍ବା ସହେି ଭବିଷ୍ଯଦ୍ବକ୍ତା ନୁହଁ, ତବେେ ତୁମ୍ଭେ କାହିଁକି ଲୋକମାନଙ୍କୁ ବାପ୍ତିଜିତ ଦେଉଛ?

ଯୋହନଲିଖିତ ସୁସମାଚାର 7:40

ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତକେ ଲୋକ କହିଲେ, ଏହି ଲୋକ ପ୍ରକୃତ ରେ ସହେି ଭବିଷ୍ଯଦ୍ବକ୍ତା।

Interlinear

Choose Theme