Home Bibles ଯୋହନଲିଖିତ ସୁସମାଚାର 1:24 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:24 · ଓଡ଼ିଆ ବାଇବେଲ

ଫାରୂଶୀମାନେ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।

Cross references

ମାଥିଉଲିଖିତ ସୁସମାଚାର 23:13

ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ମାଥିଉଲିଖିତ ସୁସମାଚାର 23:26

ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବ ରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ଯ ସଫା ହାଇେ ପାରିବ।

ଲୂକଲିଖିତ ସୁସମାଚାର 7:30

କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସମାନଙ୍କେ ପାଇଁ ପରମେଶ୍ବରଙ୍କ ଦତ୍ତ ଯୋଜନାକୁ ଅସ୍ବୀକାର କଲେ ଓ ଯୋହନଙ୍କ ଦ୍ବାରା ବାପ୍ତିସ୍ମା ଗ୍ରହଣ କଲେ ନାହିଁ।

ଲୂକଲିଖିତ ସୁସମାଚାର 11:39

ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତ ରେ ତୁମ୍ଭମାନେେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା' ଦ୍ବାରା ପାଇଥିବା ଜିନିଷ ରେ ପରିପୂର୍ଣ୍ଣ କରିଛ।

ଲୂକଲିଖିତ ସୁସମାଚାର 11:53

ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 16:14

ଫାରୂଶୀମାନେ ଏହି ସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।

ଯୋହନଲିଖିତ ସୁସମାଚାର 3:1

କଦୀମ ନାମକ ଜଣେ ବ୍ଯକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ଯ ନେତା ଥିଲେ।

ଯୋହନଲିଖିତ ସୁସମାଚାର 7:47

ଫାରୂଶୀମାନେ କହିଲେ, ତାହା ହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ଯ ବୋକା ବନଇେଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:8

ସାଦ୍ଦୁକୀମାନେ ବିଶ୍ବାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁତ୍ଥାନ ହୁଏ ନାହିଁ କି କୌଣସି ସ୍ବର୍ଗଦୂତ କିଅବା ଆତ୍ମା କହେି ନାହାଁନ୍ତି। କିନ୍ତୁ ଫାରୁଶୀମାନେ ଏ ଦୁଇଟି ବିଷୟକୁ ବିଶ୍ବାସ କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:5

ସମାନେେ ମାେତେ ବହୁତ ଦିନରୁ ଜାଣନ୍ତି। ସମାନେେ ଯଦି ଚ଼ାହାଁନ୍ତି ତବେେ ସାକ୍ଷ୍ଯ ଦଇେ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୁଶୀ ଥିଲି। ଯିହୂଦୀୟ ଧର୍ମ ବ୍ଯବସ୍ଥାକୁ ଫାରୁଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:5

ମାରେ ଜନ୍ମ ହବୋର ଆଠ ଦିନପରେ, ମାରେସୁନ୍ନତ କରାଯାଇଥିଲା। ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ବିନ୍ଯାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମାେ ପାଇଁ ମାଶାଙ୍କେ ବ୍ଯବସ୍ଥା ଆଜି ଗୁରୁତ୍ବପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ।

Interlinear

Choose Theme