ଯୋହନଲିଖିତ ସୁସମାଚାର 1:30 · ଓଡ଼ିଆ ବାଇବେଲ
ମୁଁ ଆଗରୁ ଏହି ବ୍ଯକ୍ତିଙ୍କ ବିଷୟ ରେ କହିଥିଲି। ମୁଁ କହିଥିଲି, 'ମାେ ପରେ ଜଣେ ବ୍ଯକ୍ତି ଆସୁଛନ୍ତି, ସେ ମାଠାରୁେ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ। ସେ ସର୍ବଦା ରହିଛନ୍ତି।'
Cross references
ଲୂକଲିଖିତ ସୁସମାଚାର 3:16
ସେତବେେଳେ ଯୋହନ ସମାନଙ୍କେୁ କହିଲେ, ମୁଁ ତ ତୁମ୍ଭମାନଙ୍କୁ ଜଳ ରେ ବାପ୍ତିଜିତ କରୁଛି, କିନ୍ତୁ ମାେ' ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ୟୋତାର ଫିତା ଫିଟାଇବାକୁ ମଧ୍ଯ ମୁଁ ଯୋଗ୍ଯ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନି ଦ୍ବାରା ବାପ୍ତିଜିତ କରିବେ।
ଯୋହନଲିଖିତ ସୁସମାଚାର 1:15
ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'
ଯୋହନଲିଖିତ ସୁସମାଚାର 1:27
ସେ ବ୍ଯକ୍ତି ମାେ ପରେ ଆସୁଛନ୍ତି, ମୁଁ ତାହାଙ୍କ ଜୋତାର ଫିତା ଫିଟଇବୋ ପାଇଁ ଯୋଗ୍ଯ ନୁହେଁ।