Home Bibles ଯୋହନଲିଖିତ ସୁସମାଚାର 1:31 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:31 · ଓଡ଼ିଆ ବାଇବେଲ

ମୁଁ ନିଜେ ମଧ୍ଯ ତାହାଙ୍କୁ ଜାଣି ନଥିଲି। କିନ୍ତୁ ଇଶ୍ରାୟେଲ ଯେପରି ଜାଣିପାରବ ଯେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ କରିବା ପାଇଁ ଆସିଅଛି।

Cross references

ଯିଶାଇୟ 40:3

ଏକ ବ୍ଯକ୍ତିର ଉଚ୍ଚସ୍ବର ଶୁଣ, ତୁମ୍ଭମାନେେ ପ୍ରାନ୍ତର ରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ରାଜପଥ ସଳଖ ଓ ଚିକ୍କଣ କର।

ମଲାଖୀ 3:1

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।

ମଲାଖୀ 4:2

ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

ମାଥିଉଲିଖିତ ସୁସମାଚାର 3:6

ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

ମାର୍କଲିଖିତ ସୁସମାଚାର 1:3

ମରୁଭୂମିରେ ଜଣେ ପାଟିକରି କହୁଛି; 'ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।'ଯୀଶାଇୟ 40:3

ଲୂକଲିଖିତ ସୁସମାଚାର 1:17

ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।

ଲୂକଲିଖିତ ସୁସମାଚାର 1:76

ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।

ଲୂକଲିଖିତ ସୁସମାଚାର 2:39

ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।

ଲୂକଲିଖିତ ସୁସମାଚାର 3:3

ଯୋହନ ୟର୍ଦ୍ଦନ ନଦୀର ଚାରିପାଖଯାକ ସବୁଅଞ୍ଚଳ ରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଚାର କଲେ ଯେ ସମାନେେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସମାନଙ୍କେର ପାପଗୁଡିକୁ କ୍ଷମା କରି ଦିଆୟିବ।

ଯୋହନଲିଖିତ ସୁସମାଚାର 1:7

ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।

ଯୋହନଲିଖିତ ସୁସମାଚାର 1:33

ଯୋହନ କହିଲେ, ଏସବୁ ଘଟିବାର ମୁଁ ଦେଖିଛି। ସ୍ବର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସହେି ଆତ୍ମା ଗୋଟିଏ କପୋତ ପରି ଦଖାେ ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:4

ପାଉଲ ଏହାଶୁଣି କହିଲେ, ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ଯ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସହେି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ଯକ୍ତି, ଅର୍ଥାତ୍ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କହୁଥିଲେ।

Interlinear

Choose Theme